କାର୍‌ ଓ ବାଇକ୍‌ ଧକ୍କାରେ ଦମ୍ପତିଙ୍କ ମତ୍ୟୁ

ପାପଡାହାଣ୍ଡି,୨।୬(ଡି.ଏନ.ଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ନିକଟରେ ଶୁକ୍ରବାର ଏକ କାର୍‌ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଉଭୟଙ୍କ ମୃତ ଦେହ ପାପଡାହାଣ୍ଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି। ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ,ପ୍ରହ୍ଲାଦ ଖଞ୍ଜା ଓ ତାଙ୍କ ପତ୍ନୀ ଝୁନକି ଖଞ୍ଜା ଏକ ବାଇକ୍‌ ନମ୍ବର ଓଆର୍‌୨୪ଏ୪୬୧୩ ଯୋଗେ ପାପଡାହାଣ୍ଡିରୁ ନିଜ ଘର ମୋକିଆ ଯାଉଥିଲେ। ଏହି ସମୟରେ ତଣ୍ଡାଗୁଡା ନିକଟରେ ବିପରୀତ ଦିଗରୁ ଆସୁଥିବା କାର ନମ୍ବର ଓଡି୨୪ଏଫ୍‌୮୬୪୨ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ କାର ଓଲଟି ପଡିଥିଲା। ଏବଂ ବାଇକ୍‌ରେ ଥିବା ଦମ୍ପତି ଛିଟକି ଯାଇ ଜମି ଭିତରେ ପଡ଼ିଥିଲେ। ଝୁନକି ଓ ପ୍ରହ୍ଲାଦଙ୍କୁ ସ୍ଥାନୀୟ ଅଞ୍ଚଳର ଓମ ପ୍ରକାଶ ଦାସ ଏକ ଅଟୋ ସାହାଯ୍ୟରେ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଯେଉଁଠାରେ ଡାକ୍ତର ଉଭୟ ଦମ୍ପତିଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି। କାର୍‌ଟି କୋଷାଗୁମୁଡା ବ୍ଲକ ହେଡ଼ କ୍ଲର୍କ ବିଦ୍ୟୁତ ପ୍ରସାଦ ପାଣିଗ୍ରାହୀ ଚଳାଉଥିବା ବେଳେ କାର୍‌ରେ ତାଙ୍କ ପତ୍ନୀ, ପୁଅ ଏବଂ କ୍ୟାଶିଅର ସୂବେନ୍ଦୁ ଦାସ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri