ଟ୍ରକ ଧକ୍କାରେ ଗଲା ଦମ୍ପତିଙ୍କ ଜୀବନ

ଝୁମ୍ପୁରା,୮।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ଅର୍ଶଳା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ବାଇକ୍‌ରେ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଢେଙ୍କିକୋଟ ପାଖ କେତାଙ୍ଗ ଗ୍ରାମର ତାପସ ଗିରି ଓ ତାଙ୍କ ସ୍ତ୍ରୀ କୁମୁଦିନୀ।
ସ୍ତ୍ରୀ ସ୍ବାମୀ ବାଇକ୍‌ରେ ରିମୁଳି ଯାଉଥିଲେ। ସେତିକିବେଳେ ଏକ ୧୪ଚକିଆ ଟ୍ରକ୍‌ ପେଟ୍ରୋଲ ପମ୍ପ ନିକଟରେ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଉଭୟେ ଗାଡିରୁ ଛିଟିକି ପଡି କିଛି ଦୂର ଘୋଷାଡ଼ି ହୋଇଯାଇଥିଲେ। ଘଟଣାସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଟ୍ରକ୍‌ ଦ୍ରୁତଗତିରେ ଫେରାର ହୋଇଯାଉଥିଲା। ଘଟଣାସ୍ଥଳରୁ ୫କି.ମି ଦୂର ବାଲିବନ୍ଧ ଗ୍ରାମ ନିକଟରେ ଲୋକେ ଟ୍ରକକୁ ଅଟକାଇ ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଟ୍ରକ୍‌ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ ବର୍ଷିଆ ପୁରୁଣା ଗାଡ଼ି ପାଇଁ ହେବ ସ୍ବତନ୍ତ୍ର ନମ୍ବର ପ୍ଲେଟ୍‌

ଭୁବନେଶ୍ୱର,୩ା୧(ବ୍ୟୁରୋ):ବହୁ ପୁରୁଣା ଯାନ(ଭିଣ୍ଟେଜ୍‌) ସଂଗ୍ରହକାରୀଙ୍କ ପାଇଁ ଖୁସି ଖବର। ୨୦୨୩ ଜାନୁୟାରୀ ପହିଲାରୁ ୫୦ ବର୍ଷରୁ ଅଧିକ ସମୟର କ୍ଲାସିକ୍‌ ଯାନଗୁଡ଼ିକ ପାଇଁ ସ୍ବତନ୍ତ୍ର ନମ୍ବର...

ଭତ୍ତା ବୃଦ୍ଧି ନେଇ ବ୍ଲକ ଘେରାଉ

ଲାଞ୍ଜିଗଡ,୧୯।।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ବିଭିନ୍ନ ପଞ୍ଚାୟତର ବୁଢ଼ାବୁଢ଼ୀ ଭିନ୍ନକ୍ଷମ ସଙ୍ଗଠନ ପକ୍ଷରୁ ଭତ୍ତା ବୃଦ୍ଧି ନେଇ ବ୍ଲକ ଅଫିସ ଘେରାଉ...

ପ୍ରଫେସର ସୁନୀଲ ଷଡ଼ଙ୍ଗୀ ପାଇବେ ବିଶ୍ୱେଶ୍ୱରାୟା ସମ୍ମାନ

କଟକ ଅଫିସ, ୧୨।୯: ଏନ୍‌ଆଇଟି ରାଉରକେଲାର ପ୍ରାକ୍ତନ ନିର୍ଦ୍ଦେଶକ ତଥା ଖାତନାମା ଇଞ୍ଜିନିୟର ପ୍ରଫେସର ସୁନୀଲ କୁମାର ଷଡଙ୍ଗୀ ଚଳିତବର୍ଷର ଜାତୀୟସ୍ତରୀୟ ମର୍ଯ୍ୟାଦାଜନକ ବିଶ୍ୱେଶ୍ୱରାୟା ସମ୍ମାନ...

ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ମିଶ୍ରଙ୍କ ପରଲୋକ

ପୁରୀ ଅଫିସ ୩୦ା୧:ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରପ୍ରାପ୍ତ ବରିଷ୍ଠ ମଞ୍ଚ ଅଭିନେତ୍ରୀ ଲକ୍ଷ୍ମୀପ୍ରିୟା ମିଶ୍ରଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ବର୍ଷ ବୟସ...

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ: ୧୯୨୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ୭୯୧ ସଂକ୍ରମିତ ଚିହ୍ନଟ...

ରାଜ୍ୟ ସରକାରଙ୍କୁ କଟାକ୍ଷ ପ୍ରସଙ୍ଗରେ ଅମରଙ୍କ ଜବାବ: ବିଜୟଙ୍କ କଥା ଅଦାଲତ ଅବମାନନା ଭଳି, ଏହାର କୌଣସି ଆଧାର ନାହିଁ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପାଚେରୀ ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର କଟାକ୍ଷ କରିଥିଲେ। ଏହାକୁ ନେଇ...

ଶ୍ରୀଜଗନ୍ନାଥ ଷ୍ଟିଲ୍‌ କମ୍ପାନୀରେ ପିଲେଟ୍‌ ଉତ୍ପାଦନ ବନ୍ଦ

ବଡ଼ବିଲ, ୨୬।୫(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ନୂତନ ଏକ୍ସପର୍ଟ ଡ୍ୟୁଟି (ବହିଃ ଶୁଳ୍କ) ଲାଗୁ ହେବା ଯୋଗୁ ବିଭିନ୍ନ ଇସ୍ପାତ ଶିଳ୍ପରେ ଅଚଳାବସ୍ଥା ଦେଖାଦେଇଛି। କେନ୍ଦୁଝର ଜିଲା...

୩ ଜଙ୍ଗଲରୁ ଅବାଧ କାଠ ଚାଲାଣ

ବଇଣ୍ଡା,୧୬।୫(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜର ବିପ୍ରଡିହ, ମଇମୁରା, କେଞ୍ଚୁଆନାଳି ଜଙ୍ଗଲରୁ କିଛିଦିନ ହେବ ଅବାଧ କାଠଚାଲାଣ ହେଉଥିବା ନେଇ କେଞ୍ଚୁଆନାଳି ଗ୍ରାମବାସୀ ଶନିବାର...

Advertisement
Archives

Model This Week