କୋର୍ଟ ଆଗରେ ଦମ୍ପତିଙ୍କ ହାଇଡ୍ରାମା: ଦ୍ୱିତୀୟ ବିବାହ କରିବାକୁ ଆସିଥିବା ସ୍ବାମୀଙ୍କ ଶର୍ଟ କଲର ଧରି ଥାନାକୁ ଟାଣିନେଲେ ପ୍ରଥମ ସ୍ତ୍ରୀ

କଟକ,୧୫।୧୦: କଟକ ଜିଲା ବାଙ୍କୀ କୋର୍ଟ ଆଗରେ ମଙ୍ଗଳବାର ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ଦ୍ୱିତୀୟ ବିବାହ କରିବାକୁ ଆସିଥିବା ସ୍ବାମୀଙ୍କ ଶର୍ଟ କଲର ଧରି ଥାନାକୁ ଘୋଷାଡ଼ିନେଲେ ପ୍ରଥମ ସ୍ତ୍ରୀ।

ମିଳିଥିବା ସୂଚନା ମୁତାବକ , ବ୍ୟକ୍ତିଙ୍କର ଜଣେ ସ୍ତ୍ରୀ ଥିବା ବେଳେ ସେ ଦ୍ୱିତୀୟ ବିବାହ ପାଇଁ ଜଣେ ମହିଳାଙ୍କୁ ଧରି କୋର୍ଟରେ ପହଞ୍ଚିଥିଲେ। ଏହି କଥା କୌଣସି ପ୍ରକାରେ ତାଙ୍କ ପ୍ରଥମ ସ୍ତ୍ରୀଙ୍କ ପାଖରେ ପହଞ୍ଚିଥିଲା। ଖବରପାଇ ପ୍ରଥମ ସ୍ତ୍ରୀ ଧାଇଁଆସି କୋର୍ଟରେ ପହଞ୍ଚିଥିଲେ। ପରେ ସ୍ତ୍ରୀ ସ୍ବାମୀଙ୍କୁ ଭେଟି କାହିଁକି କୋର୍ଟକୁ ଆସିଥିବା ପ୍ରଶ୍ନ କରିଥିଲେ। ଏହା ମଧ୍ୟରେ ଉଭୟଙ୍କର ବଚସା ହୋଇଥିଲା। ସେଠାରେ ଦ୍ବିତୀୟ ବିବାହ କରିବାକୁ ଆସିଥିବା ସ୍ବାମୀଙ୍କ ଶର୍ଟ କଲର ଧରି ଥାନାକୁ ଘୋଷାଡ଼ି ନେଇଥିଲେ। ଏହି ଘଟଣା ଦେଖିବାକୁ ଲୋକେ ରୁଣ୍ଡ ହୋଇଯାଇଥିଲେ। ତେବେ ଏହି ଘଟଣା ଆଜି ବାଙ୍କୀ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର, ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri