ଅଭିଯୋଗ ଶୁଣାଣି ବେଳେ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା,୯।୧(ସ୍ବ.ପ୍ର.): ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ବୃଦ୍ଧ ଦମ୍ପତି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପୋଲିସ ତାଙ୍କୁ ଉଦ୍ଧାରକରି ଉଠାଇନେଇଛି। ଦମ୍ପତି ହେଲେ ଫିଲିପ୍ସ ବେହେରା, ସ୍ତ୍ରୀ ବାସନ୍ତୀ ତୁରୁକ।

ଉତ୍କଳ ଆଲୁମିନା କାରଖାନା ଜମି ଜବରଦଖଲ କରିଥିବା ନେଇ ଫିଲିପ୍ସ ବାରମ୍ବାର ଅଭିଯୋଗ କରିଛନ୍ତି। ହେଲେ କୌଣସି ସୁଫଳ ନ ମିଳିବାରୁ ଏଭଳି ଚରମ ପଦକ୍ଷେପ ନେବାକୁ ବାଧ୍ୟ ହୋଇଥିବା ଦମ୍ପତି କହିଛନ୍ତି।

ଘଟଣାରୁ ପ୍ରକାଶ ଯେ, ଉତ୍କଳ ଆଲୁମିନା କାରଖାନା ପାଇଁ ଜମି ଅଧିଗ୍ରହଣ ସମୟରେ ଫିଲିପ୍ସଙ୍କର ୨୪ ସେଣ୍ଟ ଜମି ଅଧିଗ୍ରହଣ ହୋଇଥିଲା। ଏହି ଜମି ବାବଦ କ୍ଷତିପୂରଣ ଦେଇ କାରଖାନା କିନ୍ତୁ ୪୦ସେଣ୍ଟ ଅଧିକ ଜମି ଅକ୍ତିଆର କରିଥିବା ନେଇ ତହସିଲଦାରଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କ ପର୍ଯ୍ୟନ୍ତ ଫିଲିପ୍ସ ଅଭିଯୋଗ କରିଛନ୍ତି। ହେଲେ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଦମ୍ପତି କାନ୍ଦି କାନ୍ଦି ଦୁଃଖ ବଖାଣିଛନ୍ତି। ସବୁଠି ନିରାଶ ହୋଇ ଶେଷରେ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିବା ବୃଦ୍ଧ ଦମ୍ପତି କହିଛନ୍ତି। ଏହି ଘଟଣା ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri