Posted inଜାତୀୟ

କେବଳ ସାଧାରଣ ନାଗରିକ ନୁହେଁ ସରକାର ମଧ୍ୟ କୋର୍ଟ ଚକ୍କରରେ ଖର୍ଚ୍ଚ କରୁଛନ୍ତି ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ, ୨୬।୨: ଗତ ୧୦ ବର୍ଷ ମଧ୍ୟରେ ବିଭିନ୍ନ କୋର୍ଟ ମାମଲାକୁ ଲଢ଼ିବା ପାଇଁ କେନ୍ଦ୍ର ସରକାର ୪୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ଏକ ଅଫିସିଆଲ ଡେଟା ଅନୁଯାୟୀ, ଆର୍ଥିକ ବର୍ଷ ୨୦୧୪-୧୫ରୁ ୨୦୨୩-୨୪ ମଧ୍ୟରେ ବିଭିନ୍ନ କୋର୍ଟ ମାମଲା ପାଇଁ କେନ୍ଦ୍ର ସରକାର ୪୦୯ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଆର୍ଥିକ ବର୍ଷ ୨୦୧୪-୧୫ଠାରୁ କୋର୍ଟ ମାମଲା ପାଇଁ ଖର୍ଚ୍ଚ ହେଉଥିବା ରାଶିରେ ଲଗାତର ଭାବେ ବୃଦ୍ଧି ଘଟୁଛି।

ତେବେ କେବଳ କୋଭିଡ୍‌ ମହାମାରୀ ସମୟରେ ୨ଟି ଆର୍ଥିକ ବର୍ଷକୁ ଛାଡ଼ିକରି ଅନ୍ୟ ସମସ୍ତ ବର୍ଷ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କୋର୍ଟ ମାମଲା ପାଇଁ ଖର୍ଚ୍ଚ ହେଉଥିବା ରାଶିରେ ବୃଦ୍ଧି ଘଟିଥିବା ଏହି ଡେଟା ସ୍ପଷ୍ଟ କରିଛି। ଆର୍ଥିକ ବର୍ଷ ୨୦୧୪-୧୫ରେ କେନ୍ଦ୍ର ସରକାର ବିଭିନ୍ନ କୋର୍ଟ ମାମଲା ପାଇଁ ୨୬.୬୪ କୋଟି ଟଙ୍କା ଖର୍ଚ୍ଚ କରିଥିବାବେଳେ ୨୦୧୫-୧୬ରେ ଏହା ବଢ଼ି ୩୭.୪୩ କୋଟି ହୋଇଯାଇଥିଲା। ସେହିପରି ବିଭିନ୍ନ କୋର୍ଟ ମାମଲା ପାଇଁ କେନ୍ଦ୍ର ସରକାର ଆର୍ଥିକ ବର୍ଷ ୨୦୨୨-୨୩ ଏବଂ ୨୦୨୩-୨୪ରେ ଯଥାକ୍ରମେ ୫୭ କୋଟି ଏବଂ ୬୬ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

ବିବାହର ୨ ମାସ ପରେ ପ୍ରେମିକ ସହ ଫେରାର ସ୍ତ୍ରୀ: ସ୍ୱାମୀ ଓ ମଧ୍ୟସ୍ଥିଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୩୦।୧: କର୍ଣ୍ଣାଟକର ଦାବଣଗେରେ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ମାତ୍ର ଦୁଇ ମାସ ପରେ ଜଣେ ମହିଳା ନିଜ ପ୍ରେମିକ ସହ ଫେରାର ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri