Posted inଜାତୀୟ

କେବଳ ସାଧାରଣ ନାଗରିକ ନୁହେଁ ସରକାର ମଧ୍ୟ କୋର୍ଟ ଚକ୍କରରେ ଖର୍ଚ୍ଚ କରୁଛନ୍ତି ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ, ୨୬।୨: ଗତ ୧୦ ବର୍ଷ ମଧ୍ୟରେ ବିଭିନ୍ନ କୋର୍ଟ ମାମଲାକୁ ଲଢ଼ିବା ପାଇଁ କେନ୍ଦ୍ର ସରକାର ୪୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ଏକ ଅଫିସିଆଲ ଡେଟା ଅନୁଯାୟୀ, ଆର୍ଥିକ ବର୍ଷ ୨୦୧୪-୧୫ରୁ ୨୦୨୩-୨୪ ମଧ୍ୟରେ ବିଭିନ୍ନ କୋର୍ଟ ମାମଲା ପାଇଁ କେନ୍ଦ୍ର ସରକାର ୪୦୯ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ଆର୍ଥିକ ବର୍ଷ ୨୦୧୪-୧୫ଠାରୁ କୋର୍ଟ ମାମଲା ପାଇଁ ଖର୍ଚ୍ଚ ହେଉଥିବା ରାଶିରେ ଲଗାତର ଭାବେ ବୃଦ୍ଧି ଘଟୁଛି।

ତେବେ କେବଳ କୋଭିଡ୍‌ ମହାମାରୀ ସମୟରେ ୨ଟି ଆର୍ଥିକ ବର୍ଷକୁ ଛାଡ଼ିକରି ଅନ୍ୟ ସମସ୍ତ ବର୍ଷ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କୋର୍ଟ ମାମଲା ପାଇଁ ଖର୍ଚ୍ଚ ହେଉଥିବା ରାଶିରେ ବୃଦ୍ଧି ଘଟିଥିବା ଏହି ଡେଟା ସ୍ପଷ୍ଟ କରିଛି। ଆର୍ଥିକ ବର୍ଷ ୨୦୧୪-୧୫ରେ କେନ୍ଦ୍ର ସରକାର ବିଭିନ୍ନ କୋର୍ଟ ମାମଲା ପାଇଁ ୨୬.୬୪ କୋଟି ଟଙ୍କା ଖର୍ଚ୍ଚ କରିଥିବାବେଳେ ୨୦୧୫-୧୬ରେ ଏହା ବଢ଼ି ୩୭.୪୩ କୋଟି ହୋଇଯାଇଥିଲା। ସେହିପରି ବିଭିନ୍ନ କୋର୍ଟ ମାମଲା ପାଇଁ କେନ୍ଦ୍ର ସରକାର ଆର୍ଥିକ ବର୍ଷ ୨୦୨୨-୨୩ ଏବଂ ୨୦୨୩-୨୪ରେ ଯଥାକ୍ରମେ ୫୭ କୋଟି ଏବଂ ୬୬ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri