ନିଷିଦ୍ଧାଞ୍ଚଳରେ କୋର୍ଟ ବନ୍ଦ ନିଷ୍ପତ୍ତି ନେବେ ଜିଲାଜଜ୍‌

କଟକ ଅଫିସ,୨୩ା୭: ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଜିଲା ଓ ରାଉରକେଲା ପୌରାଞ୍ଚଳରେ ଜୁଲାଇ ୩୧ ଯାଏ ଲକ୍‌ଡାଉନ ଘୋଷଣା ହୋଇଛି। ପରେ ଅନ୍ୟ କିଛି ଜିଲାରେ ମଧ୍ୟ କରୋନା ସ୍ଥିତି ଦୃଷ୍ଟିରୁ କଟକଣା ଜାରି କରାଯାଇଛି। ବିଚାର ବ୍ୟବସ୍ଥା ଉପରେ ଏହାର ପ୍ରଭାବ ପଡ଼ିଛି। ରାଜ୍ୟର ସମସ୍ତ ଜିଲା ଅଦାଲତ, ନିମ୍ନ ଅଦାଲତ ଓ ଟ୍ରିବ୍ୟୁନାଲର କାର୍ଯ୍ୟକୁ ସୀମିତ କରିଦିଆଯାଇଛି। ବୁଧବାର ହାଇକୋର୍ଟର ଫୁଲ୍‌କୋର୍ଟରେ ଏ ନିଷ୍ପତ୍ତି ନିଆଯାଇଛି। ଯେଉଁ ଅଞ୍ଚଳକୁ ସ୍ଥାନୀୟ ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରୁଛି, ସେଠାକାର କୋର୍ଟ ବନ୍ଦ ରଖିବା ନିଷ୍ପତ୍ତି ଜିଲା ଜଜ୍‌ଙ୍କୁ ଦିଆଯାଇଛି। ପୂର୍ବରୁ ଏଥିପାଇଁ ହାଇକୋର୍ଟ ଅନୁମତି ଦେଉଥିଲେ। କରୋନା ପାଇଁ ଜିଲା ଜଜ୍‌ଙ୍କୁ ଏହି କ୍ଷମତା ଦିଆଯାଇଛି। ତେବେ କୋର୍ଟ ବନ୍ଦ ନେଇ ହାଇକୋର୍ଟଙ୍କୁ ଅବଗତ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri