Posted inଜାତୀୟ

ନବାବଙ୍କୁ ୪ଦିନ ରଖି ଜେରା କରିବ ଇଡି

ମୁମ୍ବାଇ,୩।୩: ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ତଥା ଏନ୍‌ସିପି ନେତା ନବାବ ମଲିକଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଗୁରୁବାର ପିଏମ୍‌ଏଲ୍‌ଏର ସ୍ବତନ୍ତ୍ର କୋର୍ଟ ନବାବଙ୍କ ରିମାଣ୍ଡ ଅବଧି ବଢ଼ାଇ ଦେଇଛନ୍ତି। ଦାଉଦ ଇବ୍ରାହିମ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ନବାବଙ୍କ ରିମାଣ୍ଡ ଅବଧି ମାର୍ଚ୍ଚ ୭ ଯାଏ ବୃଦ୍ଧି କରିଛନ୍ତି କୋର୍ଟ। ତେବେ ୪ଦିନିଆ ରିମାଣ୍ଡରେ ନବାବଙ୍କୁ ନେଇ ପଚାରାଉଚରା କରିବ ଇଡି। ଆସନ୍ତା ମାର୍ଚ୍ଚ ୭ ଯାଏ ନବାବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ହେପାଜତରେ ରହିବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ନବାବଙ୍କ ରିମାଣ୍ଡ ଅବଧି ବୃଦ୍ଧିର ଶୁଣାଣି ଥିଲା। ତାଙ୍କୁ ୬ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବା ଲାଗି ଇଡି କୋର୍ଟରେ ଆବେଦନ କରିଥିଲା। କିନ୍ତୁ କୋର୍ଟ ଏହି ମାମଲାର ଶୁଣାଣି କରି ନବାବଙ୍କୁ ୪ ଦିନିଆ ରିମାଣ୍ଡରେ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଅଟକାଇଥିଲା ଅଯୋଧ୍ୟା ରାୟ

ମାନିକା/ଲୋହାରଡ଼ାଗା,୨୨-୧୧(ପି.ଟି.):କଂଗ୍ରେସ ଅଯୋଧ୍ୟା ରାୟକୁ ସୁପ୍ରିମକୋର୍ଟରେ ଅଟକାଇଥିଲା ଓ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ଝୁଲାଇ ରଖିଥିଲା ବୋଲି ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ସମାଲୋଚନା କରିଛନ୍ତି।...

ଏଲନ ମସ୍କଙ୍କୁ ଟୁଇଟର ବୋର୍ଡରେ ନିଯୁକ୍ତି

ନୂଆଦିଲ୍ଲୀ,୫।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର ସହ ଯୋଡ଼ି ହୋଇଛନ୍ତି ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେସଲା ସିଇଓ ଏଲନ ମସ୍କ। ତାଙ୍କୁ ଟୁଇଟର...

ଷ୍ଟିଲ ମ୍ୟାନ ଜାମସେଦ ଜି ଇରାନୀଙ୍କ ପରଲୋକ

ନୂଆଦିଲ୍ଲୀ,୧ ।୧୧: ଦେଶର ଷ୍ଟିଲ ମ୍ୟାନ ଭାବେ ପରିଚିତ ଜାମସେଦ ଜି ଇରାନୀଙ୍କର ପରଲୋକ ହୋଇଛି । ସୋମବାର ୩୧ ଅକ୍ଟୋବରରେ ସେ ଜାମସେଦପୁରରେ ଶେଷ...

ହାର୍‌-ଜିତ୍‌ ପୂର୍ବରୁ କରୋନାରେ ପ୍ରାଣ ହରାଇଲେ କଂଗ୍ରେସ ପ୍ରାର୍ଥୀ

ଚେନ୍ନାଇ,୧୧।୪: ତାମିଲନାଡୁ ବିଧାନସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ମାଧବ ରାଓଙ୍କ ପରଲୋକ ଘଟିଛି। ସେ କରୋନାରେ ପ୍ରାଣ ହରାଇଥିବା କୁହାଯାଉଛି। ରାଓ ଶ୍ରୀବିଲିପୁଥୁର ଆସନରୁ କଂଗ୍ରେସ...

ବାରାଣସୀ ଘାଟ ଶ୍ମଶାନର ସଂସ୍କାରକ ହେଲେ ମୋଦିଙ୍କ ପ୍ରସ୍ତାବକ

ବାରାଣସୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ମୋଦିଙ୍କ ଚାରିଜଣ ପ୍ରସ୍ତାବକଙ୍କ ମଧ୍ୟରେ ରହିଛନ୍ତି ଶ୍ମଶାନ ଘାଟର...

କରୋନା ସଂକ୍ରମିତଙ୍କ ଆଉ ଏକ କରୁଣ ଦୃଶ୍ୟ

ହାଇଦ୍ରାବାଦ,୨୭।୭: ତେଲେଙ୍ଗାନାର କରିମନଗରରେ ଜଣେ କରୋନା ସଂକ୍ରମିତଙ୍କ ବେଡ୍‌ରୁ ଖସିପଡି ମୃତ୍ୟୁ ହେବା ଘଟଣା ଏବେ ଆସିଛି ଚର୍ଚ୍ଚାକୁ। ଜିଲା ହସ୍ପିଟାଲରେ କରୋନାରେ ସଂକ୍ରମିତ ହୋଇ...

କଂଗ୍ରେସକୁ ପୁଣି ଫେରିବେ କି ସଚିନ

ନୂଆଦିଲ୍ଲୀ,୧୭।୭: ରାଜସ୍ଥାନରେ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା କଳି ଏବେ ଚରମ ସୀମାରେ ପହଞ୍ଚି ଯାଇଛି। ସଚିନ ପାଇଲଟଙ୍କୁ ଦଳର ରାଜସ୍ଥାନ...

ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ: ଷ୍ଟାଲିନ୍‌

ଚେନ୍ନାଇ,୨୨।୧୨: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌ କରୋନା ସ୍ଥିତିକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଉପରେ ନଜର ରଖାଯାଉଛି। ତେବେ...

Advertisement
Archives

Model This Week