କୋର୍ଟ ଚାଲାଣ ହେଲେ ରୋଷଘର ଭାଙ୍ଗିଥିବା ଅଭିଯୁକ୍ତ

ପୁରୀ ଅଫିସ,୬ା୪: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜଗନ ମହାପାତ୍ରଙ୍କୁ ଶ୍ରୀମନ୍ଦିର ରୋଷଘର ଭାଙ୍ଗିବା ଅଭିଯୋଗରେ ବୁଧବାର କୋର୍ଟ ଚାଲାଣ କରାଯାଇଛି।

ସୂଚନାଯୋଗ୍ୟ, ଜଗନ ପୁରୀ ବୁଲିବାକୁ ଯାଇଥିଲେ। ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପଶିଥିଲେ। ଶ୍ରୀମନ୍ଦିରରେ ବୁଲୁଥିବା ବେଳେ ସେ କିଛି ଅସହଜ ଅନୁଭବ କରିଥିଲେ। ତାଙ୍କୁ ମନ୍ଦିରର ପାରିପାର୍ଶ୍ୱିକ ସ୍ଥିତି କିଛି ଠିକ୍‌ ଲାଗି ନ ଥିଲା। ତା’ ପରେ ସେ ରୋଷଘରକୁ ଯାଇ ଏପରି କାଣ୍ଡ ଘଟାଇଥିବା ସ୍ବୀକାର କରିଥିବା ପୁରୀ ଏସ୍‌ପି କନଓ୍ବାର ବିଶାଳ ସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବରରୁ ଉତ୍ସବ ମୁଖରିତ ହେବ ମଞ୍ଚ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): କରୋନା ମହାମାରୀ ଥମିଛି। ଦୀର୍ଘଦିନ ଧରି ଜୀବନଜୀବିକାକୁ ନେଇ ସଂଘର୍ଷ କରୁଥିବା କଳାକାରମାନେ ମଞ୍ଚକୁ ଯିବାକୁ ଚାହିଁ ବସିଛନ୍ତି। ଏପଟେ କରୋନାର କୋପ ଭିତରେ...

ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ନିରାକାରପୁର,୨୮ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ପାନ୍ଥିକା ଅଞ୍ଚଳରୁ ନିରାକାରପୁର ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଥିବା ବେଳେ...

ଏ ବର୍ଷ ଚାଷୀଙ୍କୁ ୯ ହଜାର କୋଟି ଋଣ ପ୍ରଦାନ ଲକ୍ଷ୍ୟ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ବିନା ସୁଧ ହାରରେ ଚାଷୀଙ୍କୁ ୫୦ହଜାର ଯାଏ କୃଷି ଋଣ ଯୋଗାଇ ଦିଆଯାଉଛି। ସେହିଭଳି ୫୦ହଜାରରୁ ୩ ଲକ୍ଷ...

୫ମ ଥର ଖୋଲିଲା ରେଙ୍ଗାଳି ଗେଟ୍‌

କଣିହାଁ,୧୧।୧୦(ଡି.ଏନ.ଏ)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀ ବନ୍ଧ ଯୋଜନାର ରେଙ୍ଗାଳି ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇଛି। ଏଥିଯୋଗୁ ଡ୍ୟାମ କର୍ତ୍ତୃପକ୍ଷ ୫ମ ଥର ବନ୍ୟାଜଳ...

୨୨ ଜିଲାରେ ହେବ ୫୫ ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ଗ୍ରାମାଞ୍ଚଳ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଗୁରୁବାର ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୨ ଜିଲାର...

କ୍ରିପ୍ଟୋ କାରବାରରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ କଳାଧନ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହୁର୍ଭୂତ ସମ୍ପତ୍ତି ଠୁଳ କରିବା ସହ ଜନତାଙ୍କ ଟଙ୍କାରେ ବିଳାସମୟ ଜୀବନ...

ସନ୍ଧ୍ୟା ନ ହେଉ ସମୟସୀମା

ବଇଣ୍ଡା,୧୫ା୭(ଡି.ଏନ.ଏ.): ଗତ ଗାଇଡଲାଇନ୍‌ରେ ‘ଏ’ କାଟେଗୋରିକୁ ଉନ୍ନୀତ ହୋଇଥିଲା ଅନୁଗୋଳ ଜିଲା। ଫଳରେ କରୋନା କଟକଣା ଏଠାରେ ପୂର୍ବାପେକ୍ଷା ଅଧିକ କୋହଳ ହୋଇଥିଲା। ଜୀବିକାକୁ ପ୍ରାଧାନ୍ୟ ଦେବାକୁ...

ଗହଣା ଦୋକାନରୁ କୋଟିଏ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ଅଳଙ୍କାର ଲୁଟ୍‌ ଘଟଣା: ଚାରିଦିନ ପରେ ବି ଲୁଟେରାଙ୍କ ଟେର ପାଉନି ପୋଲିସ

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟସ୍ଥ ପୋଲିସ ଥାନା ଓ ଏସ୍‌ଡିପିଓ ଅଫିସ ପଛପଟ ଚାଙ୍ଗୁଡିଆପଦର ସାହିରେ ଥିବା ଏକ ଦୋକାନରୁ ମଙ୍ଗଳବାର ଲୁଟ୍‌...

Advertisement
Archives

Model This Week