କୋର୍ଟ କାର୍ଯ୍ୟ ୩ ଦିନ ସ୍ଥଗିତ

ବୌଦ୍ଧ, ୨୧।୧(ସ୍ବ.ପ୍ର.): ବୌଦ୍ଧ ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ହେବାରେ ଲାଗିଛି। ଜିଲାରେ ଆଉ ୭୬ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜିଲାରେ ବର୍ତ୍ତମାନ ୪୩୧ ସକ୍ରିୟ ମାମଲା ରହିଛି। ବୌଦ୍ଧ ଜିଲା ନ୍ୟାୟାଳୟର ବିଚାରପତି ଓ ୧୫ରୁ ଅଧିକ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ନ୍ୟାୟାଳୟ ପରିସରକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ଜିଲା ନ୍ୟାୟାଳୟ ପରିସରକୁ ୨୧ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିବା ସହିତ ସମସ୍ତ କୋର୍ଟ କାର୍ଯ୍ୟକୁ ୩ ଦିନ ପାଇଁ ସ୍ଥଗିତ ରଖାଯାଇଛି। ଏହି ସମୟରେ କୋର୍ଟର ଜରୁରୀ କାର୍ଯ୍ୟଗୁଡିକ ବିଚାରପତିମାନେ ଘରେ କରିବାକୁ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କ ଉପରେ ଟ୍ରକ୍‌ ଚଢିଯିବା ଘଟଣା: ପୋଲିସ-ଜନତା ମୁହାଁମୁହିଁ

ବରଗଡ ଅଫିସ,୧୩।୯: ବରଗଡ ଜିଲା ବିଜେପୁର ଗଞ୍ଜେଇଭାଟି ଛକରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ସ୍କୁଟିରେ ଯାଉଥିବା ଜଣେ ଛାତ୍ରୀ...

ସମସ୍ୟା ସମାଧାନ ନ ହେଲେ ଭୋଟ ବର୍ଜନ

ସାରସକଣା,୧୯ା୧(ଡି.ଏନ.ଏ.) – ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଭୂରୁଷାଣି ପଞ୍ଚାୟତ ଅନ୍ତର୍ଗତ ମାଗ୍‌ତାଡିହି ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି। ପ୍ରଶାସନିକ ଅବହେଳା କାରଣରୁ ଆଦିବାସୀ...

ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଲା

ଛତ୍ରପୁର,୧୭ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୫ହଜାର ଟପିଛି। ଛତ୍ରପୁରସ୍ଥିତ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ସୋମବାର ଦିଆଯାଇଥିବା ଅନୁସାରେ ୨୪୩ ପଜିଟିଭ୍‌ ଚିହ୍ନଟ ହୋଇଥିବା...

୧୪ରେ ରେଳରୋକୋ ଆନ୍ଦୋଳନକୁ ଓହ୍ଲାଇବେ ଚାଷୀ

ବରଗଡ଼ ଅଫିସ,୯।୮: ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇଛି। ଚାଷୀମାନେ ପ୍ରିମିୟମ୍‌ ରାଶି ଜମା କରିସାରିଥିଲେ ସୁଦ୍ଧା ବୀମା କ୍ଷତିପୂରଣ ପାଇନାହାନ୍ତି। ଅନ୍ୟପଟେ...

ଜେଡ୍‌ଏସ୍‌ଆଇ ସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଏମ୍‌ଓୟୁ: ଉଚ୍ଚଶିକ୍ଷା ପାଇଁ ବାଟ ଫିଟିଲା

କଟକ ଅଫିସ,୧୨ା୧: ଭାରତର ଏକ ପୁରାତନ ତଥା ୧୦୩ ବର୍ଷର ସଂସ୍ଥା ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆ(ଜେଡ୍‌ଏସ୍‌ଆଇ)ର ବିଶିଷ୍ଟ ବୈଜ୍ଞାନିକମାନଙ୍କ ନିକଟରୁ ଶିକ୍ଷା ହାସଲ କରିବାର...

ପୋଲିସ ପରିଚୟ ଦେଇ ଯୁବକଙ୍କୁ ଅପହରଣ ଅଭିଯୋଗ

ଗୋପାଳପୁର, ୨୪ା୪-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ  ଯୁବକ ଧାର ଟଙ୍କା ଫେରସ୍ତ ନ କରିବାରୁ ତାଙ୍କ ଭାଇଙ୍କୁ ପୋଲିସ  ପରିଚୟ ଦେଇ ବନ୍ଧୁକ...

ବଡ଼ଦାଣ୍ଡକୁ ବାହାରିବନି ବିମାନ

ପୁରୀ ଅଫିସ,୩ା୬: ରାଜ୍ୟରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଗାଇଡ଼ଲାଇନ ଜାରି କରିଛନ୍ତି। ଜୁନ୍‌ ୩୦...

ବ୍ୟବସ୍ଥା ସତ୍ତ୍ୱେ ରୋକି ହେଉନି ଚୋରି: ଯୋଡ଼ା ଖଣି ଅଞ୍ଚଳରେ ବଢ଼ିଚାଲିଛି ବେଆଇନ ଖଣିଜ ପରିବହନ

ଯୋଡା, ୨୭।୬(ଡି.ଏନ୍‌.ଏ.): ଲୁହାପଥରର ମୂଲ୍ୟ ବଢ଼ିବାରେ ଲାଗିଛି। ଗତ ଏକ ବର୍ଷ ମଧ୍ୟରେ ପ୍ରାୟ ୫ଗୁଣା ବୃଦ୍ଧି ଘଟି ଟନ୍‌ ପିଛା ସର୍ବନିମ୍ନ ୧୦ହଜାରରୁ ଊର୍ଦ୍ଧ୍ୱ...

Advertisement
Archives

Model This Week