Posted inଜାତୀୟ

ସଞ୍ଜୟ ରାଉତଙ୍କ ନାଁରେ ୱାରଣ୍ଟ ଜାରି

ମୁମ୍ବାଇ,୪ ।୭: ମୁମ୍ବାଇର ଏକ ଅଦାଲତ ସୋମବାର ଶିବସେନା ନେତା ସଞ୍ଜୟ ରାଉତଙ୍କ ବିରୋଧରେ ଏକ ୱାରଣ୍ଟ ଜାରି କରିଛନ୍ତି । ପୂର୍ବତନ ଭାରତୀୟ ଜନତା ପାର୍ଟି(ଭାଜପା) ଏମପି କିରିଟ ସୌମୈୟାଙ୍କ ପତ୍ନି ମେଘା ସୋମୈୟାଙ୍କ ଦ୍ୱାରା ଦାୟର କରାଯାଇଥିବା ମାନହାନୀ ମାମଲାରେ କୋର୍ଟରେ ହାଜର ହେବାର ଥିଲା । ସେୱରି ମେଟ୍ରୋପଲିଟନ ମାଜିଷ୍ଟ୍ରେଟଙ୍କ ଅଦାଲତ ଗତ ମାସରେ ରାଉତଙ୍କ ବିରୋଧରେ ଏକ ସମନ ଜାରି କରି ତାଙ୍କୁ ଜୁଲାଇ ୪ରେ ହାଜର ହେବାକୁ କହିଥିଲେ । ହେଲେ ସୋମବାର ନା ସଞ୍ଜୟ ରାଉତ ନା ତାଙ୍କ ଓକିଲ କେହି କୋର୍ଟରେ ପହଞ୍ଚି ନ ଥିଲେ ।
ମେଘାଙ୍କ ଓକିଲ ବିବେକନନ୍ଦ ଗୁପ୍ତା କହିଛନ୍ତି, ସଞ୍ଜୟ କୋର୍ଟରେ ହାଜର ନ ହେବାରୁ ତାଙ୍କ ନାଁରେ ଏକ ୱାରଣ୍ଟ ଜାରି କରିବାକୁ ଆମେ ଆବେଦନ କରିଥିଲୁ । ଏଥିପାଇଁ ଅଦାଲତ ଆମକୁ ଅନୁମତି ପ୍ରଦାନ କରିଛନ୍ତି । ଏହାସହ ମାମଲାକୁ ସ୍ଥଗିତ ରଖିବା ସହ ୧୮ ଜୁଲାଇ ସୋମବାର ଏହାର ପରବର୍ତ୍ତି ଶୁଶାଣି ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri