Posted inଜାତୀୟ

ଶେଖ ଶାଜହାନଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ ମମତା ସରକାରଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ

କୋଲକତା,୬।୩: ଟିଏମସି ନେତା ଶାଜହାନ ଶେଖଙ୍କୁ ଆଜି ଅପରାହ୍ନ ୪.୧୫ ସୁଦ୍ଧା ସିବିଆଇକୁ ହସ୍ତାନ୍ତର କରିବାକୁ କଲିକତା କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଇଡି ଅଧିକାରୀଙ୍କୁ ମାଡ ମାରିବା ଘଟଣାରେ ଶାଜହାନ ଗିରଫ ହୋଇଛନ୍ତି। ପଶ୍ଚିମବଙ୍ଗ ସିଆଇଡି ଘଟଣାର ତଦନ୍ତ କରୁଛି। ତେବେ ମଙ୍ଗଳବାର ହାଇକୋର୍ଟ ଶାଜହାନଙ୍କୁ ସିବିଆଇକୁ ହସ୍ତାନ୍ତର କରିବାକୁ ପୋଲିସକୁ କହିଥିଲେ। କିନ୍ତୁ ପଶ୍ଚିମବଙ୍ଗ ସରକାର କିମ୍ବା ପୋଲିସ କୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କରଥିଲେ। ଏନେଇ ସିବିଆଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ହାଇକୋର୍ଟ ଏହା ଉପରେ ରାୟ ଶୁଣାଇ ଶାହଜାହାଁଙ୍କୁ ଆଜି ଅପରାହ୍ନ ୪.୧୫ ସୁଦ୍ଧା ସିବିଆଇକୁ ହସ୍ତାନ୍ତର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଗତ ଜାନୁଆରୀ ୫ରେ ଇଡି ଅଧିକାରୀମାନେ ଚଢ଼ାଉ କରିବାକୁ ଯାଇଥିବାବେଳେ ଶାଜହାନଙ୍କ ସମର୍ଥକମାନେ ସେମାନଙ୍କୁ ଆକ୍ରମଣ କରିଥିଲେ। ଏହା ପରଠାରୁ ଶାଜହାନ ଫେରାର ହୋଇଯାଇଥିଲେ। ୫୫ ଦିନ ପରେ ସ୍ବତନ୍ତ୍ର ପୋଲିସ ଟିମ୍‌ ତାଙ୍କୁ ଗିରଫ କରିବା ପରେ ଟିଏମ୍‌ସି ତାଙ୍କୁ ୬ ବର୍ଷ ପାଇଁ ଦଳରୁ ନିଲମ୍ବନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri