Posted inଜାତୀୟ

ଲାଲୁ ଓ ୨ ପୁଅଙ୍କୁ କୋର୍ଟ ସମନ

ନୂଆଦିଲ୍ଲୀ, ୧୯।୯: ନିଯୁକ୍ତି ବଦଳରେ ଜମି ଦୁର୍ନୀତି ମାମଲାରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଓ ତାଙ୍କର ୨ ପୁଅ ତେଜସ୍ବୀ ଏବଂ ତେଜ୍‌ ପ୍ରତାପ ଯାଦବଙ୍କୁ ବୁଧବାର ଦିଲ୍ଲୀର ରାଉଜ୍‌ ଆଭେନ୍ୟୁ କୋର୍ଟ ସମନ ଜାରି କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ନିମନ୍ତେ ଆସନ୍ତା ଅକ୍ଟୋବର ୭ରେ କୋର୍ଟଙ୍କ ନିକଟରେ ହାଜର ହେବାକୁ ଲାଲୁ ଓ ତାଙ୍କ ୨ ପୁଅଙ୍କୁ ସମନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ମମତାଙ୍କ ଗୋଷ୍ଠୀକୁ ହାଇକୋର୍ଟରୁ ବଡ଼ ଝଟକା: ବିଧାନସଭା ବିରୋଧୀ ଦଳ ନେତା ରହିବେ…

କୋଲକାତା,୧୮।୮: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳ ନେତା ନିଯୁକ୍ତି ମାମଲାରେ କୋଲକାତା ହାଇକୋର୍ଟ କୌଣସି ବି ଅନ୍ତରୀଣ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri