Posted inଜାତୀୟ

ବୁଧବାରକୁ ଘୁଞ୍ଚିଲା ରାଣା ଦମ୍ପତିଙ୍କ ଜାମିନ ଶୁଣାଣି

ମୁମ୍ବାଇ,୨।୫: ଜେଲ୍‌ରେ ବନ୍ଦ ଥିବା ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଏବଂ ତାଙ୍କ ବିଧାୟକ ସ୍ବାମୀ ରବି ରାଣାଙ୍କ ପୁଣି ବଢ଼ିଲା ଅଡୁଆ। ସୋମବାର ମୁମ୍ବାଇର ଏକ ସେସନ୍‌ କୋର୍ଟ ଜାମିନ ଆବେଦନର ଶୁଣାଣି କରିଥିବା ବେଳେ ରାୟ ସଂରକ୍ଷିତ ରଖିଛନ୍ତି। ବୁଧବାର ଏହି ମାମଲାର ଶୁଣାଣି ହେବ। ମଙ୍ଗଳବାର ଇଦ୍‌ ପାଇଁ ଛୁଟି ଥିବାରୁ ବୁଧବାର କୋର୍ଟ ଜାମିନ ଆବେଦନର ଶୁଣାଣି କରିବେ ବୋଲି ଜଣାପଡ଼ିଛି। ତେବେ ମେ’୪ ପର୍ଯ୍ୟନ୍ତ ରାଣା ଦମ୍ପତି ଜେଲ୍‌ରେ ରହିବେ। ସୂଚନାଯୋଗ୍ୟ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବାନ୍ଦ୍ରାସ୍ଥିତ ବାସଭବନ ‘ମାତୋଶ୍ରୀ’ ସମ୍ମୁଖରେ ‘ହନୁମାନ ଚାଳିଶା’ ପାଠ କରିବେ ବୋଲି ସର୍ବସାଧାରଣରେ ଘୋଷଣା କରିଥିଲେ। ଏହାପରେ ଏପ୍ରିଲ ୨୩ରେ ପୋଲିସ ଦୁହିଁଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…

ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ…

ପ୍ରତୀକ ଯାଦବଙ୍କ ମୃତ୍ୟୁକୁ ନେଇ ବଡ଼ ଖୁଲାସା, ପୋଷ୍ଟମର୍ଟମ ରିପୋର୍ଟ….

ଲକ୍ଷ୍ନୌ,୧୩।୫: ଭାଜପାର ନେତ୍ରୀ ଏବଂ ମହିଳା କମିଶନର ଉପାଧ୍ୟକ୍ଷ ଅପର୍ଣ୍ଣା ଯାଦବଙ୍କ ସ୍ୱାମୀ ପ୍ରତୀକ ଯାଦବଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ ସାମ୍ନାକୁ ଆସିଛି । ରିପୋର୍ଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ…

ତେଲ ସଂକଟ: ୨୯ ରୁଟ୍‌ ପାଇଁ ବିମାନ ଉଡ଼ାଣରେ ଲାଗିଲା କଟକଣା

ନୂଆଦିଲ୍ଲୀ,୧୩ା୫: ତେଲ ସଂକଟ ନେଇ ଉଡ଼ାଣ କମ୍‌ ପାଇଁ ସୂଚନା ଜାରି କରିଛି ଏୟାର ଇଣ୍ଡିଆ। ୨୯ଟି ଅନ୍ତର୍ଜାତୀୟ ରୁଟ୍‌ରେ ଉଡ଼ାଣ କମ୍‌ ଓ ବାତିଲ ନେଇ…

ଚାଷୀଙ୍କ ପାଇଁ ଖୁସି ଖବର, ଧାନର MSP ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୩ା୫: କେନ୍ଦ୍ର କ୍ୟାବିନେଟର ବୈଠକରେ ଚାଷୀ, ଭିତ୍ତିଭୂମି ଏବଂ ଶକ୍ତି କ୍ଷେତ୍ର ସହ ଜଡିତ ଅନେକ ପ୍ରମୁଖ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି । ୨୦୨୬-୨୭ ଖରିଫ ଋତୁ…

ବସ୍‌ରେ ଯାତ୍ରା କରିବେ ନୀତିନ ଗଡକରୀ, ମୋଦିଙ୍କ ଅପିଲ ପରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ଼୍ବାନ ପରେ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଇନ୍ଧନ ସଂରକ୍ଷଣ ପାଇଁ, ଗଡକରୀ ତାଙ୍କର ସରକାରୀ…

ରାଜଧାନୀରେ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ରୁମକୁ ଡାକି ପୁରୁଷ ବନ୍ଧୁ…..

ଭୁବନେଶ୍ବର,୧୩ା୫ : ରାଜଧାନୀ ଭୁବନେଶ୍ବରରୁ ପୁଣି ଥରେ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଘରୋଇ ଇଞ୍ଜେନିୟରିଂ କଲେଜ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ…

ସରକାରୀ ଓଜନ କଣ୍ଟାରେ ଲାଗିଲା ନିଆଁ: ଜଳିଗଲା ଗୁରୁତ୍ୱପୂର୍ଣ୍ଣ ନଥିପତ୍ର

କେନ୍ଦୁଝର,୧୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଡ଼କାଳିମାଟିତଠାରେ ଥିବା ସରକାରୀ ଓଜନ କଣ୍ଟାରେ ବୁଧବାର ନିଆଁ ଲାଗିଯିବାରୁ ଏହା ଭିତରେ ଥିବା ବହୁ କାଗଜପତ୍ର ଓ…

ଭାରତର କେଉଁ ରାଜ୍ୟରେ ବେଶୀ ଖର୍ଚ୍ଚ ହୁଏ ପେଟ୍ରୋଲ? ଲିଷ୍ଟରେ ଓଡ଼ିଶାର ନାଁ ଜାଣିଲେ ହୋଇଯିବେ ତାଜୁବ!

ନୂଆଦିଲ୍ଲୀ,୧୩।୫: ବିଶ୍ୱ ସ୍ତରରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଯୋଗାଣ ଶୃଙ୍ଖଳରେ ବାଧା ମଧ୍ୟରେ, ଭାରତରେ ଏକ ସମ୍ଭାବ୍ୟ ଇନ୍ଧନ ସଙ୍କଟ ସମ୍ପର୍କରେ ଆଲୋଚନା ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri