ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କୋର୍ଟ ଛୁଟି

କଟକ,୨୨ା୭ (କାର୍ତ୍ତିକ ସାହୁ): ଆସନ୍ତା ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଉକ୍ତ ଦିନ ଓଡ଼ିଶା ହାଇକୋର୍ଟ ପକ୍ଷରୁ କୋର୍ଟ ଛୁଟି ଘୋଷଣା କରାଯାଇଛି। କଟକ ଜଜ୍‌ଶିପ୍‌ ମୁଖ୍ୟାଳୟର ସମସ୍ତ ସିଭିଲ ଓ କ୍ରିମିନାଲ କୋର୍ଟ ଛୁଟି ପାଇଁ ହାଇକୋର୍ଟ ରେଜିଷ୍ଟ୍ରାର(ଆଡ୍‌ମିନିଷ୍ଟ୍ରେଶନ)ଙ୍କ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ କଟକ ଜିଲା ଓ ଦୌରାଜଜ୍‌, ରାଜ୍ୟ ସରକାରଙ୍କ ଗୃହ, ଆଇନ, ରାଜସ୍ବ ବିଭାଗର ସଚିବ, କମିଶନରେଟ୍‌ ପୋଲିସକୁ ନକଲ ପ୍ରଦାନ କରି ଅବଗତ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

ଆରମ୍ଭ ହେଲା Mettle Meet 2026 ମହାକୁମ୍ଭ

ଭୁବନେଶ୍ୱର, ୮।୮: ୨୦୨୬ ‘ମେଟଲ ମିଟ୍‌’ ପ୍ରିଲିମ୍ସ ଆଜିଠାରୁ ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ମେଟଲ ମଟ୍‌ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ…

Mettle Meet 2026: ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri