ପରସ୍ପରକୁ ବିବାହ କଲେ ଦୁଇ ଭଉଣୀ

ରାଞ୍ଚି,୬।୧୨: ଝାଡଖଣ୍ଡର ରାଜଧାନୀ ରାଞ୍ଚିଠାରୁ ୧୬୦ କିମି ଦୂର କୋଡରମା ଜିଲାରେ ଏକ ନିଆରା ଘଟଣା ଘଟିଛି। ଏଠାରୁ ଦୁଇ ସମ୍ପର୍କୀୟ ଭଉଣୀ ସାତ ଜନମର ସାଥୀ ହୋଇଛନ୍ତି। ଗତ ୫ ର୍ବେ ଉଭୟ ପ୍ରେମ କରୁଥିଲେ। ଗତ ମାସରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଦୁହେଁ ଝମରୀ ତିଲୈୟାରେ ରୁହନ୍ତି। କିନ୍ତୁ ଟାହିଟାପରାରୁ ବର୍ତ୍ତିବା ପାଇଁ ଉଭୟ ଏବେ ଅନ୍ୟ ଏକ ସହରରେ ରହିବାକୁ ଚାହୁଁଛନ୍ତି। ଦୁଇ ଭଉଣୀଙ୍କ ମଧ୍ୟରୁ ଜଣଙ୍କ ବୟସ ୨୪ ହୋଇଥିବାବେଳେ ଅନ୍ୟ ଜଣେ ୨୦ ବର୍ଷୀୟା। ଜଣେ ଭଉଣୀ ଗ୍ରାଜୁଏଶନ ଏବଂ ଆଉ ଜଣେ ଏକାଦଶ ପର୍ଯ୍ୟନ୍ତ ପଢିଛନ୍ତି। ବିବାହ ପରେ ଦମ୍ପତି କହିଛନ୍ତି, ଯେତେ ବାଧାବିଘ୍ନ ଆସୁ ପଛେ ଆମେ ପରସ୍ପରର ସାଥ୍‌ ଦେବୁ। ଲେସ୍‌ବିଆନ୍‌ ଦମ୍ପତି କହିବାରେ ଆମକୁ ଆଦୌ ଲାଜ ଲାଗେ ନାହିଁ। ପରିବାର ଲୋକଙ୍କୁ ନ ଜଣାଇ ଉଭୟ ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିଲେ। ଚଳିତବର୍ଷ ନଭେମ୍ବର ୮ରେ ଥିବା ଏକ ଶିବ ମନ୍ଦିରରେ ବିବାହ କରିଛନ୍ତି। ନ୍ୟୁୟର୍କରେ ରହୁଥିବା ଅଞ୍ଜଳି ଚକ୍ରବତୀ ଏବଂ ସୁଫି ସ୍ୟାଣ୍ଡଲସ ଦ୍ୱାରା ବେଶ୍‌ ପ୍ରଭାବିତ ହୋଇ ସମଲିଙ୍ଗୀ ବିବାହ କରିଥିବା ଉଭୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri