Posted inଫୁରସତ

ଉପଭୋକ୍ତା ସଚେତନ ହେବା ଜରୁରୀ

ଆଜିର ଯୁଗରେ ଗ୍ରାହକ ଅର୍ଥାତ୍‌ ଉପଭୋକ୍ତା ସଚେତନ ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପୁଞ୍ଜିବାଦର ଏହି ଯୁଗରେ ଉପଭୋକ୍ତା ପ୍ରତ୍ୟେକ ଦିଗରେ ସତର୍କ ରହିବା ଉଚିତ୍‌। ଜଣେ ଉପଭୋକ୍ତାଙ୍କୁ ଅନେକ ଅଧିକାର ଦିଆଯାଇଛି, ଯାହା ବିଷୟରେ ସମସ୍ତଙ୍କୁ ସଚେତନ ହେବା ଆବଶ୍ୟକ। ପ୍ରତିବର୍ଷ ୧୫ ମାର୍ଚ୍ଚରେ ବିଶ୍ୱ ଉପଭୋକ୍ତା ଅଧିକାର ଦିବସ ପାଳନ କରାଯାଏ। ଏହି ଦିନ ଉପଭୋକ୍ତାଙ୍କୁ ସଚେତନ କରାଇବା ଲକ୍ଷ୍ୟରେ ଅନେକ ପ୍ରକାରର ଅଭିଯାନ ମଧ୍ୟ ଚାଲେ। ଉପଭୋକ୍ତା ଦିବସ ମାର୍ଚ୍ଚ ୧୫ରେ ପାଳନ କରାଯିବ ପଛରେ ବି କାରଣ ରହିଛି।
ବିଶ୍ୱ ଉପଭୋକ୍ତା ଦିବସ ପାଳନ କରିବାର କଳ୍ପନା ପ୍ରଥମେ ଆମେରିକାର ତତ୍କାଳୀନ ରାଷ୍ଟ୍ରପତି ଜନ ଏଫ କେନେଡି କରିଥିଲେ। ୧୫ ମାର୍ଚ୍ଚ ୧୯୬୨ରେ ଜନ ଏଫ କେନେଡି ଆନୁଷ୍ଠାନିକ ଭାବେ ଆମେରିକା କଂଗ୍ରେସକୁ ସମ୍ବୋଧିତ କରିଥିଲେ। ଏହି ସମୟ ମଧ୍ୟରେ ସେ ଉପଭୋକ୍ତା ସମ୍ବନ୍ଧୀୟ ଅଧିକାର ବିଷୟରେ ଦାବି ଉଠାଇଥିଲେ। ଜନ ଏଫ କେନେଡି ଦୁନିଆର ପ୍ରଥମ ନେତା, ଯିଏ ପ୍ରଥମ ଥର ପାଇଁ ଉପଭୋକ୍ତାଙ୍କ ଅଧିକାର ବିଷୟରେ କହିଥିଲେ।
୧୯୮୩ରେ ୧୫ ମାର୍ଚ୍ଚରେ ପ୍ରଥମ ଥର ପାଇଁ ଉପଭୋକ୍ତା ଦିବସ ପାଳନ କରାଯାଇଥିଲା। ଏହା ପରେ ପ୍ରତିବର୍ଷ ମାର୍ଚ୍ଚ ୧୫ରେ ବିଶ୍ୱ ଉପଭୋକ୍ତା ଦିବସ ପାଳନ କରିବାର ପରମ୍ପରା ଚାଲିଛି। ବିଶ୍ୱ ଉପଭୋକ୍ତା ଦିବସ ପାଳନ କରିବାର ଉଦ୍ଦେଶ୍ୟ ହେଉଛି ଗ୍ରାହକମାନଙ୍କୁ ସେମାନଙ୍କର ଅଧିକାର ବିଷୟରେ ଅବଗତ କରାଇବା। ଆଜିର ଯୁଗରେ କଳାବଜାର ଏବଂ ନକଲି କାରବାର ବୃଦ୍ଧି ପାଉଛି। ଲୋକମାନେ ସେମାନଙ୍କର ଉପଭୋକ୍ତା ଅଧିକାର ବିଷୟରେ ଜାଣିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri