କୋଭାକ୍ସିନ-କୋଭିଶିଲ୍ଡର ହେବ ମିଶ୍ରଣ ବ୍ୟବହାର ପରୀକ୍ଷା

ନୂଆଦିଲ୍ଲୀ,୩୧ା୫: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଟିକାକୁ ନେଇ ବିଭିନ୍ନ ପ୍ରକାର ପରୀକ୍ଷା ନିରୀକ୍ଷା କରାଯାଉଛି। ଭାରତ ନିକଟରେ ବର୍ତ୍ତମାନ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା ରହିଛି। ତେବେ ଦେଶରେ ଏହି ଦୁଇ ଅଲଗା ଅଲଗା ଟିକାକୁ ମିଶାଇ ଟ୍ରାୟଲ କରାଯିବ।

ଏହା ୮ଟି ଭାକ୍ସିନ ଉପରେ ପରୀକ୍ଷା କରାଯିବ। ଏହାର ମିଶ୍ରଣ ଦ୍ୱାରା ଜଣାପଡ଼ିବ ଏହା ଶରୀର ଉପରେ କି ପ୍ରକାର ପ୍ରଭାବ ପକାଉଛି। ଏହାର ପ୍ରତିରୋଧକ କ୍ଷମତା ବଢୁଛି ନା ନାହିଁ।

ନ୍ୟାଶନାଲ ଟେକ୍ନିକାଲ ଆଡ୍‌ଭାଇଜରି ଗ୍ରୁପ୍‌ ଅନ୍‌ ଇମ୍ୟୁନାଇଜେଶନର(NTAGI)ର ଚେୟାରମ୍ୟାନ୍‌ ଡାକ୍ତର ଏନ୍‌କେ ଆରୋରାଙ୍କ କହିବା ଅନୁଯାୟୀ, ଏହି କାମ କିଛି ସପ୍ତାହ ମଧ୍ୟରେ ଆରମ୍ଭ ହେବ। ଭାରତରେ ରୁଷିଆର ସ୍ପୁଟନିକ୍‌ ବି ଭାକ୍ସିନ ମଧ୍ୟ ଜୁନ୍‌ ଦ୍ୱିତୀୟ ସପ୍ତାହରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୭୦ କିମି ଚାଲି ଗାଁକୁ ଫେରିଲେ ୫ ଦାଦନ ଶ୍ରମିକ

ନନ୍ଦପୁର,୪।୪(ଡି.ଏନ୍.ଏ.): ଲକ୍ ଡାଉନ ଯୋଗୁ ଦାଦନ ଶ୍ରମିକଙ୍କ ଦୁଃଖ ବଢ଼ିଯାଇଛି। ବାହାର ରାଜ୍ୟରେ କେଉଁଠି ଫସିରହିଛନ୍ତି ତ ଅନ୍ୟ କେଉଁଠୁ ଚାଲିଚାଲି ଗାଁକୁ ଫେରୁଛନ୍ତି। ଶନିବାର...

ବିରୋଧୀ ଦଳ ବୈଠକ ପୂର୍ବରୁ ବେଙ୍ଗାଲୁରୁରେ ଲାଗିଲା ନୀତୀଶଙ୍କ ବିରୋଧରେ ପୋଷ୍ଟର

ବେଙ୍ଗାଲୁରୁ,୧୮।୭: ବେଙ୍ଗାଲୁରୁରେ ବିରୋଧୀ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଯେଉଁଥିରେ ଶରଦ ପାୱାରଙ୍କ ସମେତ ସମସ୍ତ ପ୍ରମୁଖ ବିରୋଧୀଦଳ ଅଂଶଗ୍ରହଣ କରୁଛନ୍ତି।...

କରୋନା ଭାଇରସ୍‌: ମେଡିକାଲ ଷ୍ଟାଫ୍‌ ଓ ସଫେଇ କର୍ମଚାରୀଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଦିଲ୍ଲୀରେ କରୋନା ଭାଇରସ୍‌ ବିରୋଧରେ ଯୁଦ୍ଧ ଲଢ଼ୁଥିବା ମେଡିକାଲ ଷ୍ଟାଫ୍‌ଙ୍କଠାରୁ ଆରମ୍ଭ କରି ସଫେଇ କର୍ମଚାରୀମାନଙ୍କ ପାଇଁ ଦିଲ୍ଲୀ ସରକାର ଏକ ବଡ଼ ଘୋଷଣା...

ଚାଉଳର ପୂରା ଖର୍ଚ୍ଚ କେନ୍ଦ୍ର ବହନ କରିବା ଐତିହାସିକ ନିଷ୍ପତ୍ତି: ସମୀର

ଭୁବନେଶ୍ବର,୧୪।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୮୦ କୋଟି ଲୋକଙ୍କୁ ଏଣିକି ସମ୍ପୂର୍ଣ୍ଣ ମାଗଣାରେ ଚାଉଳ ଓ ଗହମ ଯୋଗାଇଦେବାକୁ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ପ୍ରଧାନମନ୍ତ୍ରୀ...

‘ନେପାଳରୁ ଆମଦାନୀ କରାଯିବ ଟମାଟୋ’

ନୂଆଦିଲ୍ଲୀ,୧୦ା୮: ଦେଶରେ ଦିନକୁ ଦିନ ଟମାଟୋ ମୂଲ୍ୟ ଆକାଶଛୁଆଁ ହେଉଛି। ଦର ନିୟନ୍ତ୍ରଣ ପାଇଁ ନେପାଳରୁ ଟମାଟୋ ଆମଦାନୀ କରାଯିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌...

ସ୍ବପ୍ନ ଦେଖି କୋଟିଏ ମୂଲ୍ୟର ମୂର୍ତ୍ତି ଫେରାଇଦେଲେ ଚୋର

ଲକ୍ଷ୍ନୌ,୧୮।୫: ଚୋର ଲୁଟ୍‌ କରିଥିବା ଜିନିଷ ଫେରାଇବା କଥା ବିରଳ। ତା’ ପୁଣି ଚୋର ଯଦି ସ୍ବପ୍ନ ଦେଖି ଏପରି କରିଛି ତେବେ ଏହା ଆଦୌ...

ଗତ ୨୪ଘଣ୍ଟାରେ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୨୭,୧୧୪ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସ୍ଥିତି ସଂଘାତିକ ହେବାରେ ଲାଗିଛି। ପୂର୍ବାପେକ୍ଷା ପ୍ରତିଦିନ ନୂଆ ନୂଆ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଆମେରିକା, ବ୍ରାଜିଲ ପରେ ଏବେ ଭାରତ...

ଗଛ ଉପରେ ବସି ଅନ୍‌ଲାଇନ୍‌ରେ ପାଠ ପଢ଼ୁଛନ୍ତି ପିଲା: ଭିଡିଓ ଭାଇରାଲ

ମୁମ୍ବାଇ,୧୮।୮: କରୋନା ଲକ୍‌ଡାଉନ ଯୋଗୁ ଦେଶରେ ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ପିଲାଙ୍କ ଭବିଷତ୍ୟକୁ ନଜରରେ ରଖି ଅନ୍‌ଲାଇନରେ ପାଠ ପଢ଼ାଇବାକୁ...

Advertisement
Archives

Model This Week