Posted inଜାତୀୟ

ଦୁଇ ସପ୍ତାହ ମଧ୍ୟରେ ୨ରୁ ୧୮ ବର୍ଷର ପିଲାଙ୍କ ପାଇଁ ଆରମ୍ଭ ହେବ ଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ, ୧୮।୫ : ଆସନ୍ତା ୨ ସପ୍ତାହ ମଧ୍ୟରେ ୨ରୁ ୧୮ ବର୍ଷର ପିଲାଙ୍କ ଉପରେ କୋଭିଡ୍‌-୧୯ ଟିକା କୋଭାକ୍ସିନର ପରୀକ୍ଷା ଆରମ୍ଭ ହେବ। ଏ ନେଇ ନୀତି ଆୟୋଗ ସଦସ୍ୟ ଡ. ଭି କେ ପଲ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ଏହି ପରୀକ୍ଷଣ ପାଇଁ କୋଭାକ୍ସିନକୁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ)ଙ୍କ ଠାରୁ ମିଳିସାରିଛି ଅନୁମତି।

ପ୍ରଥମ ଥର ପାଇଁ ଦେଶରେ ପିଲାଙ୍କ ଉପରେ କୋଭିଡ୍‌-୧୯ ଟିକା ପରୀକ୍ଷା କରାଯିବ। ପରୀକ୍ଷଣରେ ପିଲାଙ୍କୁ ପ୍ରଥମ ଓ ୨୮ତମ ଦିନରେ ଦିଆଯିବ ଦୁଇଟି ଡୋଜ। ଦିଲ୍ଲୀ, ଏମ୍ସ, ପାଟଣା ଓ ନାଗପୁରର ମେଡିଟ୍ରିନା ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସରେ ଏହି ପରୀକ୍ଷଣ କରାଯିବ ବୋଲି ସୂଚନା ମିଳିଛି।

ସବଜେକ୍ଟ ଏକ୍ସପର୍ଟ କମିଟି (ଏସ୍‌ଇସି) ପକ୍ଷରୁ କରାଯାଇଥିବା ସୁପାରିଶକୁ ଦେଶର ଡ୍ରଗ୍ସ କଣ୍ଟ୍ରୋଲର ଗ୍ରହଣ କରିବା ସହ ଭାରତ ବାୟୋଟେକକୁ ୨ରୁ ୧୮ ବର୍ଷର ପିଲାଙ୍କ ଉପରେ କୋଭାକ୍ସିନର ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷା କରିବା ପାଇଁ ଅନୁମତି ଦେଇଛନ୍ତି। ୫୨୫ ସୁସ୍ଥ ଭଲ୍ୟୁଣ୍ଟର୍ସଙ୍କ ଉପରେ ଏହି ପରୀକ୍ଷା ପରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri