Posted inଫୁରସତ

ଶୋଇବାବେଳେ ମୁହଁ ଘୋଡ଼ାଉଥିଲେ…

ସୁସ୍ଥ ରହିବା ପାଇଁ ପ୍ରତିଦିନ ଆବଶ୍ୟକ ମାତ୍ରାରେ ନିଦ୍ରା ଯିବା ଜରୁରୀ। ହେଲେ ଶୋଇବା ବେଳେ ଅନେକଙ୍କର ମୁହଁ ଘୋଡ଼ାଇ ଶୋଇବାର ଅଭ୍ୟାସ ରହିଛି। ହେଲେ ଏପରି ଶୋଇବା ଅଭ୍ୟାସ ଶରୀର ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ…

ଘୋଡ଼ାଇ ଶୋଇବା ଅଭ୍ୟାସ ଥିଲେ କେବଳ ମୁଣ୍ଡ ଏବଂ କାନ ଢାଙ୍କନ୍ତୁ ଏବଂ ନିଃଶ୍ୱାସପ୍ରଶ୍ୱାସ ନେବା ପାଇଁ ମୁହଁ ଖୋଲା ରଖନ୍ତୁ। କାରଣ ସମ୍ପୂର୍ଣ୍ଣ ମୁହଁ ଢାଙ୍କି ଶୋଇବା ଦ୍ୱାରା ସ୍ଲିପ୍‌ ଆପ୍ନିଆ ହେବାର ଆଶଙ୍କା ରହିଛି। ଏହାଦ୍ୱାରା ଶ୍ୱାସ ସମ୍ବନ୍ଧୀୟ ସମସ୍ୟା ଦେଖାଯାଏ। ଶୋଇବାରେ ଅସୁବିଧା ଖାସ୍‌ କରି ଅନିଦ୍ରା ସମସ୍ୟା ଭୋଗୁଥିବା ବ୍ୟକ୍ତିଙ୍କ ପାଇଁ ଏହା କ୍ଷତିକାରକ ହୋଇଥାଏ।
ଶୋଇବାବେଳେ ଚାଦର କିମ୍ବା କମ୍ବଳ ନାକ ଉପରେ ରହିବା କାରଣରୁ ଅମ୍ଳଜାନ ଠିକ୍‌ ଭାବେ ମିଳିପାରି ନ ଥାଏ। ଫଳରେ ମାଂସପେଶୀ ଏବଂ ରକ୍ତ ସଞ୍ଚାଳନରେ ପ୍ରଭାବ ପଡ଼ିଥାଏ। ଏମିତିରେ ଅଣନିଃଶ୍ୱାସୀ ଲାଗିବା ଯୋଗୁ ବ୍ରେନ୍‌ ଡ୍ୟାମେଜ୍‌, ଆଲ୍‌ଝିମର୍‌, ଡେମେନ୍‌ସିଆ ଏବଂ ହୃଦ୍‌ଘାତ ହେବାର ଆଶଙ୍କା ଅଛି।
ଏକ ଗବେଷଣାରୁ ଜଣାପଡ଼ିଛି, ୨୩% ଲୋକ ଶୋଇବାବେଳେ ମୁହଁ ଢାଙ୍କି ଶୋଇଥା’ନ୍ତି। ତେଣୁ ଅନେକେ ଡେମେନ୍‌ସିଆର ଶିକାର ହୋଇଥା’ନ୍ତି।
ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ୪୨ ନିୟୁତ ଆମେରିକୀୟ ସ୍ଲିପ୍‌ ଡିଜ୍‌ଅର୍ଡରରେ ପୀଡ଼ିତ। ୫ ଜଣଙ୍କ ମଧ୍ୟରୁ ଜଣଙ୍କୁ ସ୍ଲିପ୍‌ ଆପ୍‌ନିଆ ହୋଇଛି। ଏହି ଗମ୍ଭୀର ସମସ୍ୟା ଶ୍ୱାସକ୍ରିୟାରେ ବାଧା ସୃଷ୍ଟି ହେଲେ ଦେଖାଯାଏ, ଯାହା ମୁହଁ ଢାଙ୍କି ଶୋଇବା ଦ୍ୱାରା ହୋଇଥାଏ।
ସ୍ଲିପ୍‌ ଆପ୍‌ନିଆ, ଆସ୍ଥମା ଏବଂ ହୃଦ୍‌ରୋଗରେ ପୀଡ଼ିତ ବ୍ୟକ୍ତି ମୁହଁ ଢାଙ୍କି ଶୋଇବାରୁ ନିବୃତ୍ତ ରୁହନ୍ତୁ। ମସ୍ତିଷ୍କରେ ଅମ୍ଳଜାନ କମ୍‌ ମିଳିବା ଦ୍ୱାରା ମାନସିକ ସମସ୍ୟା ଯଥା ମୁଣ୍ଡବିନ୍ଧା ଏବଂ ମାଇଗ୍ରେନ୍‌ ସମସ୍ୟା ମଧ୍ୟ ଦେଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri