Posted inଫୁରସତ

ଶୋଇବାବେଳେ ମୁହଁ ଘୋଡ଼ାଉଥିଲେ…

ସୁସ୍ଥ ରହିବା ପାଇଁ ପ୍ରତିଦିନ ଆବଶ୍ୟକ ମାତ୍ରାରେ ନିଦ୍ରା ଯିବା ଜରୁରୀ। ହେଲେ ଶୋଇବା ବେଳେ ଅନେକଙ୍କର ମୁହଁ ଘୋଡ଼ାଇ ଶୋଇବାର ଅଭ୍ୟାସ ରହିଛି। ହେଲେ ଏପରି ଶୋଇବା ଅଭ୍ୟାସ ଶରୀର ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ…

ଘୋଡ଼ାଇ ଶୋଇବା ଅଭ୍ୟାସ ଥିଲେ କେବଳ ମୁଣ୍ଡ ଏବଂ କାନ ଢାଙ୍କନ୍ତୁ ଏବଂ ନିଃଶ୍ୱାସପ୍ରଶ୍ୱାସ ନେବା ପାଇଁ ମୁହଁ ଖୋଲା ରଖନ୍ତୁ। କାରଣ ସମ୍ପୂର୍ଣ୍ଣ ମୁହଁ ଢାଙ୍କି ଶୋଇବା ଦ୍ୱାରା ସ୍ଲିପ୍‌ ଆପ୍ନିଆ ହେବାର ଆଶଙ୍କା ରହିଛି। ଏହାଦ୍ୱାରା ଶ୍ୱାସ ସମ୍ବନ୍ଧୀୟ ସମସ୍ୟା ଦେଖାଯାଏ। ଶୋଇବାରେ ଅସୁବିଧା ଖାସ୍‌ କରି ଅନିଦ୍ରା ସମସ୍ୟା ଭୋଗୁଥିବା ବ୍ୟକ୍ତିଙ୍କ ପାଇଁ ଏହା କ୍ଷତିକାରକ ହୋଇଥାଏ।
ଶୋଇବାବେଳେ ଚାଦର କିମ୍ବା କମ୍ବଳ ନାକ ଉପରେ ରହିବା କାରଣରୁ ଅମ୍ଳଜାନ ଠିକ୍‌ ଭାବେ ମିଳିପାରି ନ ଥାଏ। ଫଳରେ ମାଂସପେଶୀ ଏବଂ ରକ୍ତ ସଞ୍ଚାଳନରେ ପ୍ରଭାବ ପଡ଼ିଥାଏ। ଏମିତିରେ ଅଣନିଃଶ୍ୱାସୀ ଲାଗିବା ଯୋଗୁ ବ୍ରେନ୍‌ ଡ୍ୟାମେଜ୍‌, ଆଲ୍‌ଝିମର୍‌, ଡେମେନ୍‌ସିଆ ଏବଂ ହୃଦ୍‌ଘାତ ହେବାର ଆଶଙ୍କା ଅଛି।
ଏକ ଗବେଷଣାରୁ ଜଣାପଡ଼ିଛି, ୨୩% ଲୋକ ଶୋଇବାବେଳେ ମୁହଁ ଢାଙ୍କି ଶୋଇଥା’ନ୍ତି। ତେଣୁ ଅନେକେ ଡେମେନ୍‌ସିଆର ଶିକାର ହୋଇଥା’ନ୍ତି।
ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ୪୨ ନିୟୁତ ଆମେରିକୀୟ ସ୍ଲିପ୍‌ ଡିଜ୍‌ଅର୍ଡରରେ ପୀଡ଼ିତ। ୫ ଜଣଙ୍କ ମଧ୍ୟରୁ ଜଣଙ୍କୁ ସ୍ଲିପ୍‌ ଆପ୍‌ନିଆ ହୋଇଛି। ଏହି ଗମ୍ଭୀର ସମସ୍ୟା ଶ୍ୱାସକ୍ରିୟାରେ ବାଧା ସୃଷ୍ଟି ହେଲେ ଦେଖାଯାଏ, ଯାହା ମୁହଁ ଢାଙ୍କି ଶୋଇବା ଦ୍ୱାରା ହୋଇଥାଏ।
ସ୍ଲିପ୍‌ ଆପ୍‌ନିଆ, ଆସ୍ଥମା ଏବଂ ହୃଦ୍‌ରୋଗରେ ପୀଡ଼ିତ ବ୍ୟକ୍ତି ମୁହଁ ଢାଙ୍କି ଶୋଇବାରୁ ନିବୃତ୍ତ ରୁହନ୍ତୁ। ମସ୍ତିଷ୍କରେ ଅମ୍ଳଜାନ କମ୍‌ ମିଳିବା ଦ୍ୱାରା ମାନସିକ ସମସ୍ୟା ଯଥା ମୁଣ୍ଡବିନ୍ଧା ଏବଂ ମାଇଗ୍ରେନ୍‌ ସମସ୍ୟା ମଧ୍ୟ ଦେଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…

ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri