ରାଜ୍ୟରେ ଆରମ୍ଭ ହେଲା କୋଭାକ୍ସିନ ମାନବ ପରୀକ୍ଷଣ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱର ସମ ହସ୍ପିଟାଲରେ ସୋମବାର କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ ହୋଇଛି। ଭାରତ ବାୟୋଟେକ ପ୍ରସ୍ତୁତ କୋଭାକ୍ସିନର ହେଲା ପରୀକ୍ଷା। ପରୀକ୍ଷଣ ପାଇଁ ରାଜି ହୋଇଥିବା ସାମାଜିକ କର୍ମୀଙ୍କଠାରେ ଟ୍ରାଏଲ କରାଯାଇଛି। ଏ ନେଇ ପରୀକ୍ଷଣର ପ୍ରମୁଖ ଥିବା ପର୍ଯ୍ୟବେକ୍ଷକ ଡାକ୍ତର ଇ. ଭେଙ୍କଟରାଓ ସୂଚନା ଦେଇଛନ୍ତି। ସମ ସହ ଦେଶର ୧୨ଟି ସ୍ଥାନରେ ଏହି କୋଭାକ୍ସିନ ପରୀକ୍ଷା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: କରୋନା ନେଲା ଆଉ ୨ ଜୀବନ; ଉଭୟ ମହିଳା

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି।...

ଆଜି ସାବିତ୍ରୀ ବ୍ରତ: ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ମହିଳାଙ୍କ ପୂଜାର୍ଚ୍ଚନା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ବିବାହିତା ମହିଳାମାନେ ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ଏହି ବ୍ରତ ପାଳନ କରିଛନ୍ତି। ପରାମ୍ପରା ମୁତାବକ ମହିଳାମାନେ ନୂଆ ଶାଢ଼ି,...

୪୧ ସହରରେ ହେବ କରୋନା ଔଷଧର ଫ୍ରି ଡେଲିଭରୀ…

ନୂଆଦିଲ୍ଲୀ, ୨୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ଡକ୍ଟର ରେଡ୍ଡୀ ଲାବୋରେଟୋରୀ ପକ୍ଷରୁ ପ୍ରସ୍ତୁତ ହୋଇଥିବା କରୋନା ଔଷଧ ଆଭିଗନର...

ଓଡ଼ିଆରେ ଅଣସଂରକ୍ଷିତ ଟ୍ରେନ୍‌ ଟିକେଟ ଶୁଭାରମ୍ଭ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଟ୍ରେନ୍‌ ଟିକେଟରେ ସ୍ଥାନ ପାଇଲା ଓଡ଼ିଆ ଭାଷା। ଏଣିକି ଇଂଲିଶ, ହିନ୍ଦୀ ସହ ଓଡ଼ିଆ ଭାଷାରେ ଅଣସଂରକ୍ଷିତ ଟ୍ରେନ୍‌ ଟିକେଟ ରାଜ୍ୟର ୩୧୭ଟି ଷ୍ଟେଶନରେ...

ଝାରସୁଗୁଡ଼ାରେ ହେବ କୋଲ୍‌ ଟ୍ରିବ୍ୟୁନାଲ

ଭୁବନେଶ୍ୱର/ଝାରସୁଗୁଡା (ଡି.ଏନ୍‌.ଏ.):୪।୨: ଝାରସୁଗୁଡାରେ ଏକ କୋଲ୍‌ ବିୟରିଂ ଟ୍ରିବ୍ୟୁନାଲ (ସିବିଟି) ସ୍ଥାପନ ନେଇ କେନ୍ଦ୍ର ସରକାର ବୁଧବାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। କୋଇଲା ଖଣି ମାମଲାଗୁଡିକର...

ସେପ୍ଟେମ୍ବର ସୁଦ୍ଧା ଆସିବ କରୋନା ଟିକା !

ଲଣ୍ଡନ,୧୮।୪: କରୋନା ଭାଇରସର ସଂକ୍ରମଣ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଏବେ ସବୁ ବିକାଶଶୀଳ ଦେଶ ଏହାକୁ ନେଇ ଗବେଷଣା ଜାରି ରଖିଛନ୍ତି। ବିଶେଷ...

କୋଟିପତି ପିଏସ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଘଟଣା: ମାମଲାରେ ଛନ୍ଦି ହେଲେ ବିରଞ୍ଚିଙ୍କ ସ୍ତ୍ରୀ, ସଡ଼ୁ

ଭୁବନେଶ୍ୱର,୨।୮(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍‌ ସେକ୍ରେଟାରି (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଶନିବାର...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୨୦୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୬୪, ମୟୁରଭଞ୍ଜରୁ...

Advertisement


Archives

Model This Week