Posted inଜାତୀୟ

୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ ଦିଆଯିବ ବୁଷ୍ଟର ଡୋଜ୍‌

ନୂଆଦିଲ୍ଲୀ,୮।୪: କେନ୍ଦ୍ର ସରକାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ଦେଶର ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ କରୋନାର ବୁଷ୍ଟର ଡୋଜ୍‌ ଦିଆଯିବ। ଏ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଏପ୍ରିଲ ୧୦ ତାରିଖରୁ ଘରୋଇ ସ୍ବାସ୍ଥ୍ୟ କେନ୍ଦ୍ରରେ ଏହି ବୁଷ୍ଟର ଡୋଜ୍‌ ପ୍ରଦାନ କରାଯିବ।
ଯେଉଁମାନେ ୧୮ ବର୍ଷରୁ ଅଧିକ ବୟସର ହୋଇଥିବେ ଏବଂ ଦ୍ୱିତୀୟ ଡୋଜ୍‌ ନେବାର ନଅ ମାସ ପୂରଣ କରିସାରିଥିବେ, ସେମାନେ ବୁଷ୍ଟର୍‌ ଡୋଜ୍‌ ନେଇପାରିବେ। ଆସନ୍ତା ରବିବାର ଠାରୁ ସମସ୍ତ ଘରୋଇ ଟୀକାକରଣ କେନ୍ଦ୍ରରେ ଏହି ସୁବିଧା ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri