କମିବା ପରେ ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫ ।୧୧: ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ଲକ୍ଷ୍ୟ କରାଯାଇଥିଲା । ହେଲେ ଗୁରୁବାର ପୁଣି ଏହି ସଂଖ୍ୟାରେ ବୃଦ୍ଧି ପରି ଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟାରେ ୫୦,୨୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଏବେ ପୁଣିଥରେ ଚିନ୍ତାରେ ପରିଣତ ହୋଇଛି । ଏହି ସମୟ ମଧ୍ୟରେ ୭୦୪ ଜଣଙ୍କ ମୃତ୍ୟୁ ହୋଇଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ଏବେସୁଦ୍ଧା ଦେଶରେ କରୋନା ସଂକ୍ରମିତିଙ୍କ ସଂଖ୍ୟା ରହିଛି ୮୩.୬୪,୦୮୬ । ଅନ୍ୟପଟେ ମନ୍ତଣାଳୟ କହିଛି ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ବେଳକୁ ବେଳ ବଢି ଚାଲିଛି । ହେଲେ ଗତ ୨୪ ଘଣ୍ଟାରେ ୫୫,୩୩୧ ଜଣ କରୋନା ରୋଗୀଙ୍କ ମୃତ୍ୟୁ ବି ଲୋକଙ୍କୁ ଭୟଭିତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri