କମିବା ପରେ ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫ ।୧୧: ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ଲକ୍ଷ୍ୟ କରାଯାଇଥିଲା । ହେଲେ ଗୁରୁବାର ପୁଣି ଏହି ସଂଖ୍ୟାରେ ବୃଦ୍ଧି ପରି ଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟାରେ ୫୦,୨୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଏବେ ପୁଣିଥରେ ଚିନ୍ତାରେ ପରିଣତ ହୋଇଛି । ଏହି ସମୟ ମଧ୍ୟରେ ୭୦୪ ଜଣଙ୍କ ମୃତ୍ୟୁ ହୋଇଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ଏବେସୁଦ୍ଧା ଦେଶରେ କରୋନା ସଂକ୍ରମିତିଙ୍କ ସଂଖ୍ୟା ରହିଛି ୮୩.୬୪,୦୮୬ । ଅନ୍ୟପଟେ ମନ୍ତଣାଳୟ କହିଛି ଦେଶରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ବେଳକୁ ବେଳ ବଢି ଚାଲିଛି । ହେଲେ ଗତ ୨୪ ଘଣ୍ଟାରେ ୫୫,୩୩୧ ଜଣ କରୋନା ରୋଗୀଙ୍କ ମୃତ୍ୟୁ ବି ଲୋକଙ୍କୁ ଭୟଭିତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ଲକ୍ଷ ଲକ୍ଷ ପଦବୀ ଖାଲି

ନୂଆଦିଲ୍ଲୀ,୨୩।୧: ଦେଶରେ ବେକାରଙ୍କ ସଂଖ୍ୟା ଦିନ କୁ ଦିନ ବଢ଼ି ଚାଲିଛି। ଚାକିରି ପାଇଁ ଆଶାୟୀଙ୍କ ମଧ୍ୟରେ ହାହାକାର ଦେଖାଦେଇଛି। ତେବେ କେନ୍ଦ୍ର ସରକାରଙ୍କ ବିଭିନ୍ନ...

ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୧୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ...

୨୦୨୪ ସୁଦ୍ଧା ପ୍ରତିଟି ରାଜ୍ୟରେ ହେବ ଏନ୍‌ଆଇଏ ଅଫିସ୍‌

ନୂଆଦିଲ୍ଲୀ,୨୭।୧୦: ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ରାଜ୍ୟ କ୍ଷେତ୍ରବାହାରେ କ୍ଷମତା ଦିଆଯିବା ସହ ୨୦୨୪ ସୁଦ୍ଧା ପ୍ରତି ରାଜ୍ୟରେ ଏହାର ଶାଖା ଖୋଲିବ ବୋଲି ସ୍ବରାଷ୍ଟ୍ର...

‘ଫଟା ଜିନ୍ସ ପିନ୍ଧୁଥିବା ମହିଳା ସଂସ୍କାରୀ ନୁହନ୍ତି’

ଡେରାଡୁନ୍‌, ୧୮ା୩: ଫଟା ଜିନ୍ସ ପିନ୍ଧୁଥିବା ମହିଳା ସଂସ୍କାରୀ ନୁହଁନ୍ତି। ସେମାନେ ନିଜ ପିଲାଙ୍କୁ କିପରି ସଂସ୍କାର ଶିକ୍ଷା ଦେବେ ବୋଲି କହିଛନ୍ତି ଉତ୍ତରାଖଣ୍ଡର ନୂଆ...

ମହିଳା ସଂରକ୍ଷଣ ବିଲ୍‌ ଗୃହୀତ ହେଲେ ୬୬ କୋଟି ମହିଳା ସଶକ୍ତ ହେବେ: ସସ୍ମିତ

ନୂଆଦିଲ୍ଲୀ,୨୭।୭: ବିଜୁ ଜନତା ଦଳ (ବିଜେଡି) ପାର୍ଲାମେଣ୍ଟରେ ମହିଳା ସଂରକ୍ଷଣ ବିଲ୍‌ ଗୃହୀତ କରାଇବା ପାଇଁ ଦାବି କରିଆସୁଛି। ରାଜ୍ୟ ସଭାର ବିଜେଡି ସଦସ୍ୟ ସସ୍ମିତ...

କରୋନାର ନୂଆ ରୂପକୁ ନେଇ ଭୟ କରିବାର ନାହିଁ: ଡବ୍ଲୁଏଚଓ

ଲଣ୍ଡନ,୨୧ ।୧୨: ବ୍ରିଟେନରେ କରୋନା ଭାଇରସର ନୂଆ ରୂପ ସାମ୍ନାକୁ ଆସିବା ପରେ ଭୟଭୀତ ହୋଇଯାଇଛି ସାରା ବିଶ୍ୱ । ଏମିତିକି ପାଖାପାଖି ୩୦ଟି ଦେଶ...

ଟିକିଲି ଲଗାଇ ନ ଥିବାରୁ ମହିଳାଙ୍କୁ ଗାଳି କଲେ ଭାଜପା ଏମ୍‌ପି

ବେଙ୍ଗାଲୁରୁ,୯।୩: କର୍ନାଟକରେ ଭାଜପା ଏମ୍‌ପି ଏସ ମୁନିସ୍ବାମୀ ବିବାଦ ଘେରକୁ ଆସିଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସରେ ମୁନିସ୍ବାମୀ କୋଲାର ଜିଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ...

ଯୁବତୀଙ୍କ ସହ କଥା ହେବାରୁ ଜୀବନ ଗଲା

ନୂଆଦିଲ୍ଲୀ,୧୯।୧: ୨୯ ବର୍ଷୀୟ ବିବାହିତ ବ୍ୟକ୍ତିଙ୍କୁ ଦିଲ୍ଲୀରେ ଛୁରି ଭୁଷି ୩ ଜଣ ଅଭିଯୁକ୍ତ ହତ୍ୟା କରିଛନ୍ତି। ତଦନ୍ତରୁ ଉକ୍ତ ବ୍ୟକ୍ତିଙ୍କୁ ଅନ୍ୟ ଯୁବତୀଙ୍କ ସହ...

Advertisement
Archives

Model This Week