Posted inଖେଳ

କୋଭିଡ୍‌ ମାମଲାରେ ଦଳର ଭାଗ୍ୟ ନିର୍ଦ୍ଧାରଣ କରିବ ଆଇସିସି କମିଟି

ଦୁବାଇ, ୧୧ା୧୦: ଟି୨୦ ବିଶ୍ୱକପ୍‌ ବେଳେ କୌଣସି ଦଳ କୋଭିଡ୍‌ ମାମଲାରେ ପ୍ରଭାବିତ ହେଲେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ଗଠିତ କମିଟି ସମ୍ପୃକ୍ତ ଦଳର ଭାଗ୍ୟ ନିର୍ଦ୍ଧାରଣ କରିବ। ଦ୍ୱିପାକ୍ଷିକ ମୁକାବିଲାରେ କୌଣସି ସଦସ୍ୟ ରାଷ୍ଟ୍ର ଏକତରଫା ନିଷ୍ପତ୍ତି ନେଇପାରିବ ନାହିଁ। ଆଇସିସିର  ସିଇଓ ଜିଓଫ୍‌ ଆଲାରଡିସ୍‌ ଏହା ସ୍ପଷ୍ଟ କରିଛନ୍ତି। ଆଇସିସି ଇତିମଧ୍ୟରେ କେତେଜଣ ମେଡିକାଲ ଏକ୍ସପର୍ଟଙ୍କୁ ନେଇ ଏକ କମିଟି ଗଠନ କରିସାରିଛି। ଭାରତୀୟ କ୍ରିକେଟ ବୋର୍ଡ (ବିସିସିଆଇ)ର ଅଭିଜିତ୍‌ ସାଲ୍‌ଭି ଏହି କମିଟିର ଅନ୍ୟତମ ସଦସ୍ୟ ରହିଛନ୍ତି। ଇଭେଣ୍ଟ ବେଳେ ପ୍ରତ୍ୟେକ ଟିମ୍‌କୁ ଦୁଇଟି ଡିଆରଏସ୍‌ ରେଫରାଲ ପାଇଁ ଅନୁମତି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri