Posted inଜାତୀୟ

ଫେବୃୟାରୀ ପାଇଁ ଗାଇଡ୍‌ ଲାଇନ୍‌ : ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ମିଳିବ ଅନୁମତି

ନୂଆଦିଲ୍ଲୀ,୨୭ା୧- ଆସନ୍ତା ଫେବୃୟାରୀ୧ ଠାରୁ ଜାରି ହେବାକୁ ଯାଉଛି ନୂଆ ଗାଇଡ୍‌ଲାଇନ। ଏଥିରେ ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ଅନୁମତି ଦିଆଯିବ। ଏ ନେଇ ଗୃହ ମନ୍ତ୍ରଣାଳୟ ବୁଧବାର ବିଜ୍ଞପ୍ତି ଜାରି କରିଛି। କରୋନା ସଂକ୍ରମଣ ରୋକିବାରେ ଦେଶ ହାସଲ କରିଥିବା ସଫଳତାକୁ ଆହୁରି ମଜବୁତ କରିବା ନୂଆ ଗାଇଡ୍‌ଲାଇନର ମୁଖ୍ୟ ଲକ୍ଷ୍ୟ। ଏହା ଫେବୃୟାରୀ ୨୮ ତାରିଖ ପର୍ଯ୍ୟନ୍ତ ବଳବତ୍ତର ହେବ।

ନୂଆ ଗାଇଡ୍‌ଲାଇନ୍‌ ଜରିଆରେ ସିନେମା ହଲ ଓ ଥିଏଟରରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ମିଳିବ ଅନୁମତ। ସଭିଙ୍କ ପାଇଁ ଖୋଲା ରହିବ ସୁଇମିଂ ପୁଲ। ଏ ପର୍ଯ୍ୟନ୍ତ କେବଳ କ୍ରୀଡ଼ାବିତ୍‌ମାନେ ହିଁ ସୁଇମିଂ ପୁଲ ବ୍ୟବହାର କରିପାରୁଥିଲେ। ସମସ୍ତ ପ୍ରକାର ପ୍ରଦର୍ଶନୀ ହଲ ମଧ୍ୟ ଖୋଲିବାକୁ ଅନୁମତି ଦିଆଯାଇଛି। ବିମାନ ଚଳାଚଳ ମନ୍ତ୍ରଣାଳୟ ସହ ଆଲୋଚନା ପରେ ଅନ୍ତର୍ଜାତୀୟ ବିମାନ ସେବା ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ରାଜ୍ୟ-ରାଜ୍ୟ ମଧ୍ୟରେ କିମ୍ବା ରାଜ୍ୟ ବାହାରେ ଯାତାୟତ ଉପରେ କୌଣସି କଟକଣା ରହିବ ନାହିଁ। ୬୫ ବର୍ଷରୁ ଅଧିକ ଓ ୧୦ ବର୍ଷରୁ କମ ଶିଶୁଙ୍କୁ ସୁରକ୍ଷିତ ରହିବାକୁ ପରାମର୍ଶ ଦିଆଯାଇଛି। ଯଦି କେହି ବି ଗାଇଡଲାଇନକୁ ଉଲ୍ଲଘଂନ କରନ୍ତି ତେବେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri