Posted inଜାତୀୟ

ଜାନୁଆରୀ ୩୧ ପର୍ଯ୍ୟନ୍ତ ବଢିଲା କୋଭିଡ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୨୮।୧୨-ମହାମାରୀ କରୋନାକୁ ନଜରରେ ରଖି କେନ୍ଦ୍ର ସରକାର ପୂର୍ବରୁ ଲାଗୁ କରିଥିବା ଗାଇଡ୍‌ଲାଇନକୁ ୨୦୨୧ ଜାନୁଆରୀ ୩୧ ପର୍ଯ୍ୟନ୍ତ ବଳବତ୍ତର ରଖିଛନ୍ତି। ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ ଚିହ୍ନଟ ପରେ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି। ଗାଇଡ ଲାଇନ ପାଳନ ପାଇଁ ସବୁ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?