Posted inଜାତୀୟ

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୩୦।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୨୩୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୫୫୫ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୧୫,୭୨,୩୪୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୭ ଲକ୍ଷ ୪୩ ହଜାର ୯୭୨ ହଜାର ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪ ଲକ୍ଷ ୫ହଜାର ୧୫୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୨୩,୨୧୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲ୍ୟା-ନୀରବ-ଚୋକ୍‌ସି ମାମଲାରେ ୧୮,୧୭୦ କୋଟି ସମ୍ପତ୍ତି ଜବତ…

ନୂଆଦିଲ୍ଲୀ,୨୩।୬: ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍‌ସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ପକ୍ଷରୁ ୮୦.୪୫ ପ୍ରତିଶତ ସମ୍ପତ୍ତି ଜବତ କରାଯାଇଛି। ଏହାର...

ବ୍ରହ୍ମପୁତ୍ରରେ ଚାଇନାର ବନ୍ଧ ନିର୍ମାଣ ଉଦ୍ୟମ

ନୂଆଦିଲ୍ଲୀ, ୨୧।୧(ପି.ଟି.): ତିବ୍ବତର ମେଡୋଙ୍ଗଠାରେ ବ୍ରହ୍ମପୁତ୍ର ନଦୀରେ ଚାଇନା ନଦୀବନ୍ଧ ନିର୍ମାଣ ସହ ସୁପର ହାଇଡ୍ରୋ ପାଓ୍ବାର ପ୍ଲାଣ୍ଟ ସ୍ଥାପନ ଉଦ୍ୟମ କରୁଛି। ବେଜିଂର ଏଭଳି...

ବାଲାକୋଟରେ କୌଣସି ଆତଙ୍କବାଦୀଙ୍କ ମୃତ୍ୟୁ ହୋଇ ନାହିଁ: ଥରୁର

ନୂଆଦିଲ୍ଲୀ,୨୦।୯: କଂଗ୍ରେସ ନେତା ଶଶି ଥରୁର ପୁଣି ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ପାକିସ୍ତାନର ବାଲାକୋଟରେ କୌଣସି ଆତଙ୍କବାଦୀଙ୍କ ମୃତ୍ୟୁ...

ମନମୋହନ ସିଂଙ୍କ ଭଳି ପ୍ରଧାନମନ୍ତ୍ରୀଙ୍କ ଅନୁପସ୍ଥିତିକୁ ଅନୁଭବ କରୁଛି ଦେଶ: ରାହୁଲ

ନୂଆଦିଲ୍ଲୀ,୨୬ ।୯: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହସ ସିଂ ୮୮ ବର୍ଷରେ ପଦାର୍ପଣ କରିଛନ୍ତି । ତାଙ୍କ ଜନ୍ମଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମନମୋହନଙ୍କୁ...

ଉଦ୍ଧବ ଠାକରେଙ୍କୁ ଝଟ୍‌କା: ଶିବସେନା ଛାଡିଲେ ଅବଦୁଲ

ମୁମ୍ବାଇ,୪।୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ଗଢାଯାଇଥିବା ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳରେ କିଛି ଠିକ୍‌ ଚାଲୁ ନ ଥିବା ଆଲୋଚନା ହେଉଛି। କାରଣ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ...

ମହଙ୍ଗା ଭତ୍ତା ବୃଦ୍ଧି ୨୦୨୧ ଜୁଲାଇ ଯାଏ ସ୍ଥଗିତ

ନୂଆଦିଲ୍ଲୀ,୨୪।୪(ପି.ଟି.): କୋଭିଡ୍‌-୧୯ ଜନିତ ସଙ୍କଟକୁ ନେଇ ଅର୍ଥ ମନ୍ତ୍ରଣାଳୟ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍‌ସନଧାରୀମାନଙ୍କୁ ମହଙ୍ଗା ଭତ୍ତା ବୃଦ୍ଧି ୨୦୨୧ ଜୁଲାଇ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ...

ଏସ୍‌ପି ସହ ମେଣ୍ଟ ଚାହାନ୍ତି ମମତା

ଲକ୍ଷ୍ନୌ, ୧୩।୯(ଆଇଏଏନ୍‌ଏସ୍‌): ଆସନ୍ତାବର୍ଷ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସମାଜବାଦୀ ପାର୍ଟି ସହ ମେଣ୍ଟ କରିବାକୁ ଲକ୍ଷ୍ୟ ରଖିଛି।...

ରାଜଧାନୀରେ ବେକାବୁ ହେଉଛି କରୋନା: ପ୍ରତିଦିନ ଟିକା ନ ନେଇଥିବା ଲୋକଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୧ ।୨: ରାଜଧାନୀ ଦିଲ୍ଲୀରେ କରୋନାର ଦୈନିକ ସଂକ୍ରମଣ କମ୍ ହୋଇଛି । ହେଲେ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ କମ୍ ହେବାର ନାଁ ନେଉନି ।...

Advertisement
Archives

Model This Week