Posted inଜାତୀୟ

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୩୦।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୨୩୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୫୫୫ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୧୫,୭୨,୩୪୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୭ ଲକ୍ଷ ୪୩ ହଜାର ୯୭୨ ହଜାର ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୪ ଲକ୍ଷ ୫ହଜାର ୧୫୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୨୩,୨୧୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ବିସ୍ଫୋରଣ…

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଶନିବାର-ରବିବାର ବିଳମ୍ବିତ ରାତ୍ରରେ ବିସ୍ଫୋରଣ ଘଟିଛି। ରାତ୍ର ୧ଟା ୩୭ରେ ଏବଂ ୧ଟା ୪୨ରେ ୫ ମିନିଟ୍‌ ମଧ୍ୟରେ ୨...

ମଦ୍ୟପଙ୍କୁ ପିଞ୍ଜରାରେ ୨୪ ଘଣ୍ଟା ବନ୍ଦ କରନ୍ତି ଗ୍ରାମବାସୀ

ସାଣନ୍ଦ,୧୬।୨: ମଦ୍ୟପାନ ବିରୋଧରେ ଦେଶରେ ସଚେତନତା ଅଭିଯାନ ଜାରି ରହିଛି। ଗୁଜରାଟ ସାଣନ୍ଦରେ ଲୋକେ ମଦ୍ୟପମାନଙ୍କୁ ସଚେତନ କରାଇବା ପାଇଁ ଏକ ନିଆରା ପଦକ୍ଷେପ ଗ୍ରହଣ...

ଏହି ରାଜ୍ୟରେ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ଲକ୍ଷ୍ନୌ,୧୫।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହା ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। କରୋନା ଚେନ୍‌କୁ ଭାଙ୍ଗିବା ବିଭିନ୍ନ ରାଜ୍ୟର...

ଭାରତଠାରୁ ୬୮୪ କିମି ଦୂର ସମୁଦ୍ରରେ କୃତ୍ରିମ ଦ୍ୱୀପ ନିର୍ମାଣ କରୁଛି ଚାଇନା

ନୂଆଦିଲ୍ଲୀ,୧୨।୫: ସାରା ପୃଥିବୀ କରୋନା ସଂକ୍ରମଣ ଯୋଗୁ ସଙ୍କଟରେ ପଡ଼ିଥିବାବେଳେ ଚାଇନା ଭାରତଠାରୁ ୬୮୪ କିଲୋମିଟର ଦୂର ସମୁଦ୍ରରେ ଏକ କୃତ୍ରିମ ଦ୍ୱୀପ ନିର୍ମାଣ କାର୍ଯ୍ୟ...

ରାଷ୍ଟ୍ରରକ୍ଷା-ସୁରକ୍ଷା ନେଇ କେବେ ଆଶ୍ୱାସନା ଦେବେ ମୋଦି: ରାହୁଲ

ନୂଆଦିଲ୍ଲୀ, ୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ପକ୍ଷରୁ ଲଗାତାର ଘେରିବା ଉଦ୍ୟମ କରାଯାଉଛି। ରବିବାର ମୋଦିଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ପରେ ରବିବାର...

ସତ୍ୟେନ୍ଦ୍ର ଜୈନଙ୍କ ଆକାଉଣ୍ଟରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟ୍‌ର

ନୂଆଦିଲ୍ଲୀ,୧୭।୨: ମନି ଲଣ୍ଡରିଂ ମାମଲାରେ ଜେଲ୍‌ରେ ଥିବା ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଟୁଇଟ୍‌ର ଏକ ବଡ ଝଟକା ଦେଇଛି। ତେବେ ସତ୍ୟେନ୍ଦ୍ର ଜୈନଙ୍କ...

ପଶ୍ଚିମବଙ୍ଗରେ ‘ଖେଳ ହେଲା’ କହିଲେ ଏହି ଅଭିନେତ୍ରୀ

କୋଲକାତା,୩।୫: ପଶ୍ଚିମବଙ୍ଗ, କେରଳ, ତାମିଲନାଡୁ, ଆସାମ ଏବଂ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ତେବେ ଏହିସବୁ ରାଜ୍ୟରେ କିଏ ସରକାର ଗଢ଼ିବେ ସେନେଇ ଲୋକେ...

‘ଅସ୍ତିତ୍ୱ ବଞ୍ଚାଇବାକୁ ଚାଲିଛି ଡ୍ରାମା’

ପୁଣେ,୧।୫: ମହାରାଷ୍ଟ୍ରରେ ଲାଉଡସ୍ପିକର ଏବଂ ହନୁମାନ ଚାଳିଶା ବିବାଦ ଥମିବାର ନାଁ ନେଉନାହିଁ। ଏମ୍‌ଏନ୍‌ଏସ୍‌ ମୁଖ୍ୟ ରାଜ ଠାକରେ ଚେତାବନୀ ଦେବା ପରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week