ନୂଆଦିଲ୍ଲୀ,୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ ଏବଂ ଗୁଜରାଟର ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣର ୭୨,୩୩୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୫୯ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧ କୋଟି ୨୧ ଲକ୍ଷ ୪୯ ହଜାର ୩୩୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୧୪ ଲକ୍ଷ ୭୨ ହଜାର ୬୮୩ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୫ ଲକ୍ଷ ୮୪ ହଜାର ୫୫ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୨ ହଜାର ୯୨୭କୁ ବୃଦ୍ଧି ପାଇଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

