Posted inଜାତୀୟ

ଦେଶରେ ଆଜି ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୦।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୨ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୭୬,୧୯୯ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୪୨,୦୩୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩,୪୯୦ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୬୭୭କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳିତ ଏମ୍‌ପିଙ୍କୁ ଗାଁରେ ପୂରାଇଦେଲେନି

ବେଙ୍ଗାଲୁରୁ,୧୮ା୯: କର୍ନାଟକର ଦଳିତ ଏମ୍‌ପି ଏ. ନାରାୟଣସ୍ବାମୀଙ୍କୁ ତାଙ୍କ ସଂସଦୀୟ କ୍ଷେତ୍ରର ଏକ ଗାଁରେ ଗୋଲ୍ଲା (ଓବିସି) ସମ୍ପ୍ରଦାୟର ଲୋକେ ପୂରାଇଦେଲେ ନାହିଁ। ଚିତ୍ରଦୁର୍ଗ ଆସନରୁ...

ଚମ୍ପାଓ୍ବତ୍‌ ଆସନରୁ ଲଢ଼ିପାରନ୍ତି ମୁଖ୍ୟମନ୍ତ୍ରୀ ଧାମି

ଡେରାଡୁନ୍‌,୪।୪: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଚମ୍ପାଓ୍ବତ୍‌ ଆସନରୁ ଉପନିର୍ବାଚନ ଲଢ଼ିପାରନ୍ତି ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ସେ ଦିଦିହାଟ ଆସନରୁ ଲଢ଼ିବା ନେଇ...

‘ସ୍ପୁଟନିକ୍‌ ଭି’ର କ୍ଲିନିକାଲ ପରୀକ୍ଷା ହେବ

ନୂଆଦିଲ୍ଲୀ,୧୮ା୧୦(ଆଇଏଏନ୍‌ଏସ୍‌): ରୁଷିଆ ଦ୍ୱାରା ବିକଶିତ କୋଭିଡ୍‌-୧୯ ଟିକା ‘ସ୍ପୁଟନିକ୍‌ ଭି’ର ସୁରକ୍ଷାକୁ ନେଇ ସନ୍ଦେହ ଥିବାବେଳେ ଭାରତରେ ଏହାର କ୍ଲିନିକାଲ ମାନବ ପରୀକ୍ଷା ପାଇଁ କେନ୍ଦ୍ର...

ଅଧିକାର ଫେରିପାଇବାକୁ ଚାଷୀଙ୍କ ଭଳି ତ୍ୟାଗ କରିବାକୁ ହେବ: ଫାରୁକ୍‌

ଶ୍ରୀନଗର, ୬।୧୨: କୃଷି ଆଇନ ବିରୋଧରେ ଚାଷୀମାନେ ଦୀର୍ଘଦିନ ଆନ୍ଦୋଳନ ଚଳାଇବା ପରେ ଏହାକୁ ରଦ୍ଦ କରିବା ଲାଗି ସରକାର ବାଧ୍ୟ ହୋଇଛନ୍ତି। ବର୍ଷେରୁ ଊର୍ଦ୍ଧ୍ୱ...

ଜୁନ୍‌ ୨୬ରୁ ବିଦେଶ ଗସ୍ତରେ ଯିବେ ମୋଦି

ନୂଆଦିଲ୍ଲୀ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍‌ ୨୬-୨୮ରେ ବିଦେଶ ଗସ୍ତରେ ଯିବେ। ବୁଧବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ସୂଚନା ଦେଇଛି। ମନ୍ତ୍ରଣାଳୟର ବିବୃତ୍ତି ଅନୁଯାୟୀ,...

ଜେଲ୍‌ରୁ ମୁକୁଳିବେ କଏଦୀ, କମିଟି ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୭।୨ : ଉତ୍ତରପ୍ରଦେଶର ଜେଲରେ ରହୁଥିବା କଏଦୀମାନଙ୍କ ପାଇଁ ଖୁସି ଖବର ଆସିଛି। ଯେଉଁମାନେ ୧୪ ବର୍ଷ କାରାଦଣ୍ଡ ପୂରଣ କରିଛନ୍ତି କିମ୍ବା ଯେଉଁମାନଙ୍କର ବୟସ...

ଭାଜପା, ଏଏପି ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ: ପ୍ରିୟଙ୍କା

ଚଣ୍ଡିଗଡ଼,୧୬ା୨(ପି.ଟି.): ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଉ ୪ ଦିନ ବାକି ଥିବାବେଳେ ସେଠାରେ ପ୍ରଚାର ଜୋର୍‌ଦାର ହୋଇଛି। କଂଗ୍ରେସ ସାଧାରଣ ସମ୍ପାଦିକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା...

ମନ୍ଦିରରେ ଝିଅ ବାହାକଲେ ମୁସ୍‌ଲିମ୍‌ ଦମ୍ପତି

କାସାରଗଡ଼: କେରଳରେ ଏକ ମୁସ୍‌ଲିମ୍‌ ପରିବାର ଝିଅର ବିବାହ ହିନ୍ଦୁ ପରମ୍ପରା ଅନୁଯାୟୀ କରାଇ ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। କାସାରଗଡ଼ ଜିଲାର...

Advertisement
Archives

Model This Week