Categories: Video

ଗଞ୍ଜାମରେ କମୁଛି, ଖୋର୍ଦ୍ଧାରେ ବଢୁଛି

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏଥିରେ ଆଉ ୧୩ଜଣଙ୍କ ଜୀବନ ଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ଏହି ସୂଚନା ଦିଆଯାଇଛି।