Posted inଜାତୀୟ

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ପାଖାପାଖି ୫୦ ହଜାର ନୂଆ ଆକ୍ରାନ୍ତ, ୭୪୦ ମୃତ

ନୂଆଦିଲ୍ଲୀ,୨୪।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ପାଖାପାଖି ୪୯,୩୧୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୪୫ ହୋଇଛି। ସେହିପରି ୨୪ ଘଣ୍ଟାରେ ଦେଶରେ ୭୪୦ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୧୨ ଲକ୍ଷ ୮୭ ହଜାର ୯୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ଲକ୍ଷ ୧୭ହଜାର ୨୦୮ ଜଣ ସୁସ୍ଥ ହୋଇଥିବା ବେଳେ ୩୦ ହଜାର ୬୦୧ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୪ ଲକ୍ଷ ୪୦ ହଜାର ୧୩୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଲିବନି ଟ୍ରକ୍‌

ନୂଆଦିଲ୍ଲୀ,୨୨।୧୧: ରାଜଧାନୀ ଦିଲ୍ଲୀରେ ଚାଲିବନି ଟ୍ରକ୍‌। ଆଗାମୀ ୨୬ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ। ଦିଲ୍ଲୀ ସରକାର କେନ୍ଦ୍ର ସରକାରଙ୍କ ବାୟୁ ଗୁଣବତ୍ତା...

ଜଳସଙ୍କଟ ପାଇଁ ବଦଳିଲା ସ୍କୁଲ-କଲେଜ ଅଫିସ୍‌ ସମୟ: ଜୁନ୍‌ ୨୨ରେ ଡିଏମ୍‌କେ କରିବ ବିକ୍ଷୋଭ

ଚେନ୍ନାଇ,୨୦।୬: ତାମିଲ୍‌ନାଡୁରେ ଜଳସଙ୍କଟ ଧୀରେ ଧୀରେ ଉତ୍କଟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚେନ୍ନାଇରେ କେତେକ ସ୍କୁଲ-କଲେଜ-ଅଫିସ୍‌ ସମୟରେ ପରିବର୍ତ୍ତନ କରାଯାଇଛି। ସ୍କୁଲ ଗୁଡ଼ିକ...

ଫେକ୍‌ ନ୍ୟୁଜ୍‌ ହଟାଇ ନ ଥିବାରୁ ସୋସିଆଲ ମିଡିଆକୁ ତାଗିଦ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨ା୨: ନିକଟରେ କେନ୍ଦ୍ର ସରକାରଙ୍କ ଅଧିକାରୀ ଏବଂ ଆମେରିକାର ବୃହତ ଟେକ୍ନୋଲୋଜି କମ୍ପାନୀଗୁଡିକର ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ବୈଠକ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ହୋଇଛି। କେନ୍ଦ୍ରୀୟ ଅଧିକାରୀମାନେ...

କୃଷି ଆଇନ ବିରୋଧୀ ପ୍ରସ୍ତାବ ଆଣିଲେ ଷ୍ଟାଲିନ୍‌, ଭାଜପା କଲା ଗୃହତ୍ୟାଗ…

ଚେନ୍ନାଇ,୨୮।୮: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ସରକାରଙ୍କ ପକ୍ଷରୁ ଏକ ପ୍ରସ୍ତାବ ବିଧାନସଭା ଆଗତ ହେବା ପରେ ଦ୍ୱନିମତରେ...

ପ୍ରି-ପୋଲ୍‌ ସର୍ଭେକୁ ବ୍ୟାନ କର

ନୂଆଦିଲ୍ଲୀ,୨୪।୧୦: ନିର୍ବାଚନ ପୂର୍ବରୁ ବିଭିନ୍ନ ଗଣମାଧ୍ୟମ ଦ୍ୱାରା କରାଯାଉଥିବା ପ୍ରି-ପୋଲ ସର୍ଭେରେ ଭୁଲ ତଥ୍ୟ ଦିଆଯାଇ ମତଦାତାଙ୍କୁ ପ୍ରଭାବିତ କରାଯାଉଛି। ଏଥିଲାଗି ଏହା ଉପରେ ୬...

ଖୋଲା ବଜାରରେ ମିଳିବନି କରୋନା ଟିକା

ନୂଆଦିଲ୍ଲୀ, ୨୩।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କରୋନା ଟିକା ଖୋଲା ବଜାରରେ ମିଳିବ କି ନାହିଁ, ସେନେଇ ଲୋକଙ୍କ...

ବାପଘରେ ସ୍ବାମୀଙ୍କୁ ହତ୍ୟା ପରେ ଆଖି-ନାକରେ ଫେଭିକ୍ୱିକ୍‌ ପକାଇଲେ ସ୍ତ୍ରୀ, ସହଯୋଗ କଲେ…

ଗୟା,୨୪।୧: ବିହାରର ଗୟାରେ ଜଣେ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ଚର୍ଚ୍ଚାରେ। ପ୍ରଥମେ ଯୁବକଙ୍କ ହାତଗୋଡ ବାନ୍ଧି ଛୁରୀରେ ଆକ୍ରମଣ...

ଭୂମିକମ୍ପରେ ଥରିଲା ୪ ରାଜ୍ୟ

ନୂଆଦିଲ୍ଲୀ,୫।୪: ସୋମବାର ରାତି ପ୍ରାୟ ସାଢ଼େ ୮ଟାରେ ଭୂମିକମ୍ପରେ ଥରି ଉଠିଥିଲା ୪ଟି ରାଜ୍ୟ। ସିକିମ, ଆସାମ, ପଶ୍ଚିମବଙ୍ଗର କିଛି ଅଂଶ ଏବଂ ବିହାରରେ ଏହି...

Advertisement
Archives

Model This Week