ଆଇସୋଲେଶନ ଓ୍ବାର୍ଡରେ ମଦ ପିଇଲେ କରୋନା ଆକ୍ରାନ୍ତ

ଗୋପାଳଗଞ୍ଜ, ୧୨।୭- ଭାରତରେ କରୋନା ଭାଇରସ୍‌ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। ଦୈନିକ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବାରୁ ଏହା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ତେବେ ଏଭଳି ଏକ ବିପର୍ଯ୍ୟୟ ସମୟରେ ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ଆଇସୋଲେଶନ ଓ୍ବାର୍ଡରେ ମଦ ପିଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଘଟଣାଟି ବିହାରର ଗୋପାଳଗଞ୍ଜ ଅଞ୍ଚଳରେ ଘଟିଛି। ଆଇସୋଲେଶନ ଓ୍ବାର୍ଡରେ ମଦ ପିଇବା ଭଳି ଆଶ୍ଚର୍ଯ୍ୟଜନକ ଘଟଣା ପ୍ରଥମଥର ଘଟିଛି ବୋଲି କୁହାଯାଉଛି। ମାଞ୍ଜାଘର ପୋଲିସ ଷ୍ଟେସନ ଅନ୍ତର୍ଗତ ସିଦ୍ଧଓ୍ବାଲିଆ ଅଞ୍ଚଳର ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସା ପାଇଁ ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି ହୋଇଥିଲେ। ଯେଉଁଠାରେ ସେ ଖଟ ଉପରେ ବସି ମଦ୍ୟପାନ କରୁଥିବାରୁ ଭିଡିଓ ଭାଇରାଲ ହୋଇଛି। ଗୋପାଳଗଞ୍ଜ ପ୍ରଶାସନିକ ଅଧିକାରୀ ମଧ୍ୟ ଏହି ଘଟଣାକୁ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri