କରୋନାର ଲମ୍ଫ: ଆଜି ୧୦ହଜାର ଉପରେ ସଂକ୍ରମଣ, ଅଛନ୍ତି ୮୭୨ ପିଲା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ପୁଣି ରେକର୍ଡସ୍ତରରେ ପହଞ୍ଚିଲା କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୦୫୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୫,୮୩୩ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୨୨୬ ଲୋକାଲ କେସ୍‌ ରହିଛି। ସେହିଭଳି ସଂକ୍ରମିତଙ୍କ ମଧ୍ୟରେ ୮୭୨ଜଣ ପିଲା ରହିଛନ୍ତି। ଏନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପଜିଟିଭ୍‌ ସଂଖ୍ୟାକୁ ଦେଖିଲେ ଖୋର୍ଦ୍ଧାରୁ ସର୍ବାଧିକ ୩,୧୮୮ ଥିବା ବେଳେ ଅନୁଗୋଳରୁ ୪୬,ବାଲେଶ୍ୱରରୁ ୨୭୮, ବରଗଡ଼ରୁ ୭୬, ଭଦ୍ରକ ୧୩୮, ବଲାଙ୍ଗୀରରୁ ୨୧୬, ବୌଦ୍ଧରୁ ୧୫, କଟକରୁ ୮୭୦, ଦେଓଗଡ଼ରୁ ୧୮, ଢ଼େଙ୍କାନାଳରୁ ୫୦, ଗଜପତିରୁ ୮୨, ଗଞ୍ଜାମରୁ ୧୫୪, ଜଗତସିଂହପୁରରୁ ୧୪୨, ଯାଜପୁରରୁ ୨୧୨, ଝାରସୁଗୁଡ଼ାରୁ ୨୧୯, କଳାହାଣ୍ଡିରୁ ୧୨୩, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝରରୁ ୧୦୯, କୋରାପୁଟରୁ ୧୫୫, ମାଲକାନଗିରିରୁ ୧୭, ମୟୂରଭଞ୍ଜରୁ ୪୨୩, ନବରଙ୍ଗପୁରରୁ ୧୨୨, ନୟାଗଡ଼ରୁ ୧୦୨, ନୂଆପଡ଼ାରୁ ୬୬, ପୁରୀରୁ ୨୭୨, ରାୟଗଡ଼ାରୁ ୧୩୧, ସମ୍ବଲପୁରରୁ ୫୭୦, ସୋନପୁରରୁ ୧୦୬, ସୁନ୍ଦରଗଡ଼ରୁ ୧୩୪୮ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୭୨୪ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ଟିଭ୍‌ କରୋନା କେସ୍‌ ୪୪, ୩୪୯କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri