ଆଜି ରାଜ୍ୟରେ ୬୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୬୮ ଜଣ ଅଛନ୍ତି। ଏହି ୫୯୩ ଜଣଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୮ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୨୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ହଜାର ୨୮୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦୧୯୭୬୪ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୫୨୦୩।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ…

ବନ୍ୟା ସ୍ଥିତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, କହିଲେ ଏହି ଜିଲାକୁ…

ଭୁବନେଶ୍ୱର,୩୧ା୭: ଓଡ଼ିଶାରେ ଲାଗି ରହିଥିବା ବର୍ଷା ଓ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ନେଇ ଲୋକ ସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୩୧ା୭ (ବନ୍ଦନା ସେଠୀ):ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri