Posted inUncategorized

ଆଜି ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୫୭ ଜଣ ଅଛନ୍ତି। ଏହି ୪୭୧ଜଣଙ୍କ ମଧ୍ୟରୁ ୨୫୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୭ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୮୩୩ କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦୦୨୧୨୮ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୬୫୪୮।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri