ଆଜି ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୩ ଜଣ ଅଛନ୍ତି। ଏହି ୪୭୧ଜଣଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୨ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦୦୩୬୦୩ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୫୯୫୮।

 


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରା ଜାଲରେ ଲାଗିଲା ବ୍ୟାଗ ଭର୍ତ୍ତି ଅଚଳ ଟଙ୍କା

ବାରଙ୍ଗ,୨୨ା୭(ଡି.ଏନ.ଏ.): ପୁରୀ ମେନ କେନାଲରୁ ବୁଧବାର ବ୍ୟାଗ ଭର୍ତ୍ତି ଥିବା ଅଚଳ ଟଙ୍କା ମିଳିଛି। ଅପରାହ୍ନ ସମୟରେ ସ୍ଥାନୀୟ ଗ୍ରାମର ଜଣେ ମାଛଧରାଳି କେନାଲରେ ଜାଲ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା

ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ସୋମବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ଜନସାଧାରଣଙ୍କୁ ସୂଚନା ଦେଇଛନ୍ତି।...

ଲାଠିମାଡ଼ ପରେ ବି ସୁଧୁରିଲେନି

ଭୁବନେଶ୍ୱର,୮ା୪ (ବ୍ୟୁରୋ): ଘାତକ କରୋନା ଭାଇରସ୍‌ଠାରୁ ରକ୍ଷା ପାଇବାକୁ ହେଲେ ଘରେ ରହିବା ହିଁ ସବୁଠୁ ଓ ଏକମାତ୍ର ଭଲ ବିକଳ୍ପ। ସରକାରଙ୍କଠାରୁ ଆରମ୍ଭ କରି...

ମରାମତି ହେଲା ରଥ ବ୍ରେକ୍‌

ପୁରୀ ଅଫିସ,୨।୭: ଶହ ଶହ ଭକ୍ତ ବଡ଼ଦାଣ୍ଡରେ ରଥ ଟାଣିଥାନ୍ତି। ରଥ କେତେବେଳେ କେଉଁଆଡେ ମାଡ଼ିିଯିବ ତାହାର କିଛି ଠିକ୍‌ ଠିକଣା ନ ଥାଏ। ତେଣୁ...

‘ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ’

ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ।...

ବାଗ୍‌ଚୀ ଦମ୍ପତିଙ୍କ ସହ କଥା ହୋଇ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ଭୁବନେଶ୍ୱରରେ କ୍ୟାନ୍‌ସର ହସ୍ପିଟାଲ ଓ ଏକ କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ସୁବ୍ରତୋ ବାଗ୍‌ଚୀ ଓ ସୁସ୍ମିତା ବାଗ୍‌ଚୀ ୩୪୦ କୋଟି ଟଙ୍କା...

ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮କୁ ବୃଦ୍ଧି

ଭୁବନେଶ୍ୱର,୧।୫(ବ୍ୟୁରୋ): ଯାଜପୁର ଜିଲାରେ ପୁଣି ଜଣେ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୯ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ପଜିଟିଭ୍‌ଙ୍କ...

କଳାବଜାର ଉପରେ କଡ଼ା ନଜର

ଭୁବନେଶ୍ୱର, ୬ା୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଦ୍ରୁତ ସଂକ୍ରାମକ ହୋଇଥିବାରୁ ରାଜ୍ୟ ସରକାର ବୁଧବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି।...

Advertisement


Archives

Model This Week