ପିଲାଙ୍କ ପାଇଁ ବିପଦ ବଢୁଛି: ଆଜି ୧୨୫ ପିଲା କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୨୫ ଜଣ ଅଛନ୍ତି। ଏହି ୭୧୯ ଜଣଙ୍କ ମଧ୍ୟରୁ ୪୨୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୯୭ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୮୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌

ଭୁବନେଶ୍ୱର,୨୮।୩: ମୁଣ୍ଡ ଉପରେ ନିର୍ବାଚନ। ଭାଜପା ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। କିନ୍ତୁ ଏଥିରେ ପଛରେ ପଡିଛି କଂଗ୍ରେସ...

ଟିକେଟ୍‌ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…

ଭୁବନେଶ୍ୱର,୨୮ା୩: ଟିକେଟ୍‌ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍‌ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ...

ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ...

ଖୁବ୍‌ଶୀଘ୍ର ଭାଜପାର ଓଡ଼ିଶା ବିଧାନ ସଭା ତାଲିକା! ଦିଲ୍ଲୀ ଗଲେ ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୩: ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଆରମ୍ଭ ହୋଇଛି ପ୍ରାର୍ଥୀ ଘୋଷଣା। ଦୁଇ ଦଳ ପର୍ଯ୍ୟାୟ ପର୍ଯ୍ୟାୟ ହିସାବରେ ପ୍ରାର୍ଥୀ ତାଲିକା ଘୋଷଣା...

ଭୁବନେଶ୍ୱରରେ ଏତିକି ହୋଇଗଲା ତେଲ ଦର

ଭୁବନେଶ୍ୱର,୨୮।୩: ନିର୍ବାଚନ ଲାଗି ନିକଟରେ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ମୂଲ୍ୟ ବୃଦ୍ଧି କିମ୍ବା ହ୍ରାସ ଭଳି ପରିବର୍ତ୍ତନ ରାଜ୍ୟଗୁଡିକ ଦ୍ୱାରା...

ଦ୍ୱନ୍ଦ୍ୱରେ କଂଗ୍ରେସ, ସୁର ପରିବାର ପଲଟିକ୍ସକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ

ଭୁବନେଶ୍ୱର,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରକୁ ନେଇ କାଲିଠାରୁ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri