ଆଜି ରାଜ୍ୟରେ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୮୦ ଜଣ ଅଛନ୍ତି। ଏହି ୫୯୩ ଜଣଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୪୭ ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୯୦ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ହଜାର ୪୧୨କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦୧୬୧୬୫ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୪୯୬୭।


Enter your email to get our daily news in your inbox.

All Right Reserved By Dharitri.Com

୧୨ରୁ ଭିତରକନିକାରେ ପକ୍ଷୀ ଗଣନା

କେନ୍ଦ୍ରାପଡା ଅଫିସ,୧୧।୧: ଭିତରକନିକାରେ ପକ୍ଷୀ ଗଣନା ବୁଧବାର ଠାରୁ ଆରମ୍ଭ ହେବ । ଏଥିପାଇଁ ୧୬ଟି ଟିମ୍‌ ନିୟୋଜିତ ହେବେ। ପ୍ରତିଟି ଟିମ୍‌ରେ ୪ ରୁ...

୩୦ରେ ପୂରିବ ସଂଶୋଧିତ ମୋଟରଯାନ ଆଇନ କୋହଳ ଅବଧି: ଡ୍ରାଇଭିଂ ଲାଇସେନ୍ସଧାରୀଙ୍କ ସଂଖ୍ୟା ୭ ଗୁଣ ବୃଦ୍ଧି

କଟକ ଅଫିସ, ୨୧।୧୧: ସଂଶୋଧିତ ମୋଟରଯାନ ଆଇନର କୋହଳ ଅବଧି ନଭେମ୍ବର ୩୦ରେ ପୂରିଯିବ। ଡିସେମ୍ବର ପହିଲାରୁ ରାଜ୍ୟରେ ପୁଣି ଏହି ଆଇନକୁ କଡ଼ାକଡ଼ି ଭାବେ...

ମାସ୍କର ଠିକ୍‌ ବ୍ୟବହାର ବିଶଲ୍ୟକରଣୀ ଭଳି କାମ କରିବ

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଭୂତାଣୁ ବାୟୁ ମାଧ୍ୟମରେ ବ୍ୟାପୁଛି। ତେଣୁ ଠିକ୍‌ ଭାବେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ସୂଚନା ଓ ଲୋକ...

କୁଆଲାଲମ୍ପୁରରୁ ଫେରିଲେ ୩୧ ପ୍ରବାସୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଥିବାବେଳେ ଶୁକ୍ରବାର ରାତିରେ କୁଆଲାଲମ୍ପୁରରୁ ଏୟାର ଇଣ୍ଡିଆର ଏକ ବିମାନ...

ବିଧାୟକଙ୍କ ଲେଟର ପ୍ୟାଡ୍‌ରେ ନକଲି ଚିଠି

ଯାଜପୁର ଅଫିସ,୧୪ା୯: ରାଜ୍ୟ ସରକାର ନୀତି ପ୍ରଣୟନ କରି ସାଧାରଣ ଲୋକଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି। ରାଜନୀତି କ୍ଷେତ୍ରରେ ବିଧାୟକମାନଙ୍କୁ ଏଥିପାଇଁ ସ୍ବତନ୍ତ୍ର...

୧୪ ଦିନରୁ ୨୧ ଦିନ ବଢ଼ିପାରେ କ୍ୱାରାଣ୍ଟାଇନ ଅବଧି

ଭୁବନେଶ୍ୱର,୭।୫(ବ୍ୟୁରୋ): ବଢ଼ିପାରେ ପ୍ରବାସୀମାନଙ୍କ କ୍ୱାରାଣ୍ଟାଇନ୍‌ ଅବଧି। ପୂର୍ବ ନିର୍ଦ୍ଧାରିତ ୧୪ ଦିନର ଅବଧିକୁ ୨୧ ଦିନକୁ ବଢ଼ାଇବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ପରାମର୍ଶଦାତା କେ. ଶ୍ରୀନାଥ...

ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବେ

ପୁରୀ ଅଫିସ,୨୯।୨: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପୁରୀ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେଇ ଶୁକ୍ରବାର ରାତି ପ୍ରାୟ ୯ଟା ୧୦ରେ ଶାହା...

ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

Advertisement
Archives

Model This Week