ପିଲାଙ୍କ ପାଇଁ ବିପଦ ବଢୁଛି: ଆଜି ୧୦୨ ପିଲା କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୦୨ ଜଣ ଅଛନ୍ତି। ଏହି ୭୬୨ ଜଣଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୯ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୧୪ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୫୬୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯୯୮୫୯୧ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୬୮୫୩।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଦିନ ପରେ ‘ଫନୀ’କୁ ପୁରିବ ବର୍ଷେ: ଏବେ ଯାଏ ଭରିନାହିଁ କ୍ଷତ

ଭୁବନେଶ୍ୱର,୧।୫(ବ୍ୟୁରୋ): ବାତ୍ୟା ‘ଫନୀ’କୁ ବର୍ଷେ ପୁରିବାକୁ ଆଉ ଦୁଇ ଦିନ ବାକି। ୨୦୧୯ ମେ’ ୩ ତାରିଖରେ ଓଡ଼ିଶା ଉପକୂଳରେ ମାଡ଼ ହୋଇଥିଲା ଏହି ସାମୁଦ୍ରିକ...

CORONAVIRUS UPDATE: ରାଜ୍ୟରେ ୭୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି ୨୮୯୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...

ଆଜି ନାଏବ ସରପଞ୍ଚ ନିର୍ବାଚନ: ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ, ୧୩ରେ ଜିଲା ପରିଷଦ ସଭାପତି ନିର୍ବାଚନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ନାଏବ ସରପଞ୍ଚ ପଦବୀ ପାଇଁ ଶୁକ୍ରବାର ପରୋକ୍ଷ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ନିର୍ବାଚନ ଅଧିକାରୀମାନେ ପ୍ରାର୍ଥୀମାନଙ୍କୁ ପୂର୍ବାହ୍ନ ୧୦ରୁ ୧୧ଟା ମଧ୍ୟରେ ନାମାଙ୍କନପତ୍ର...

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବିଧାନସଭା ପରିସରସ୍ଥ ଚିକିତ୍ସାଳୟରେ କରୋନା ଟିକା ନେଇଛନ୍ତି। ଏ ସମ୍ପର୍କରେ ନବୀନ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।...

ଗୁଞ୍ଜନ ଡ୍ୟାନ୍ସ ଏକାଡେମୀର ନୃତ୍ୟ, ସଙ୍ଗୀତ ଉତ୍ସବ ଉଦ୍‌ଘାଟିତ: ଜଗନ୍ନାଥ ମଙ୍ଗଳମ୍‌ରେ ମୁଗ୍ଧ ହେଲେ ଦର୍ଶକ

କଟକ ଅଫିସ,୨୩ା୧୧: ମଞ୍ଚରେ ହେଲା ପହଣ୍ଡି ବିଜେ ଆଉ ରଥଟଣା। ବାଜିଲା ‘ଚତର୍ଭୁଜ ଜଗନ୍ନାଥ କଣ୍ଠ ଶୋଭିତ କୌସ୍ତୁଭ’ ଗୀତ। ଜଗନ୍ନାଥ ମଙ୍ଗଳମ୍‌ ନୃତ୍ୟରେ ସୃଷ୍ଟି...

ବଲାଙ୍ଗୀରରେ ନରସିଂହ ଆଗୁଆ

ବଲାଙ୍ଗୀର ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବଲାଙ୍ଗୀର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନରସିଂହ ମିଶ୍ର ଆଗୁଆ ରହିଛନ୍ତି। ନରସିଂହ ୮୨୬୬ ଭୋଟ...

ବିଜୟଙ୍କ ନଁ।ରେ ଓଡ଼ିଶାରେ ଜମି, ହୋଟେଲ, ଫାର୍ମହାଉସ୍‌

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବହୁ କୋଟି ଟଙ୍କାର ଓ୍ବେଲ୍‌ଫେୟାର ଚିଟ୍‌ପଣ୍ଡ୍‌ ଠକେଇ ମାମଲାରେ ଗିରଫ ହୋଇ ୩ ଦିନିଆ ରିମାଣ୍ଡରେ ଥିବା ଆନ୍ଧ୍ର ପ୍ରଦେଶର ପୂର୍ବତନ ବିଧାୟକ ମାଲ୍ଲା...

ଅନୁଗୋଳ ଜିଲାରେ ଖୋଲିଲା ୩ ମଣ୍ଡି

ଅନୁଗୋଳ ଅଫିସ/ତାଳଚେର/ପାଲଲହଡ଼ା/ବଇଣ୍ଡା, ୧୭।୧୨ ଅନୁଗୋଳ ଜିଲାର ୩ଟି ବ୍ଲକ ଅଞ୍ଚଳରେ ସୋମବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଛି। ପାଲଲହଡ଼ା ବ୍ଲକ ନିଜିଗଡ଼ରେ ଜିଲାପାଳ ମନୋଜ କୁମାର ମହାନ୍ତି...

Advertisement
Archives

Model This Week