ମାଗଣାରେ କରାଯିବ କରୋନା ଟେଷ୍ଟ: ପୂର୍ବ ରୋଗୀ ଫେରିପାଇବେ ଅର୍ଥ

ପ୍ୟାରିସ,୨୭।୭: କରୋନା ଭାଇରସର ସଂକ୍ରମଣ ବିକଶିତ ଦେଶର ସ୍ବାସ୍ଥ୍ୟ ବ୍ୟବସ୍ଥା ଉପରେ ବି ବହୁ ପ୍ରଭାବ ପକାଇଛି। ଫ୍ରାନ୍ସରେ କରୋନା ସଂକ୍ରମଣ ଏକ ପ୍ରକାର ଦେଶର ଅର୍ଥନୀତିକୁ ଦୋହଲାଇ ଦେଇଥିବା ବେଳେ ଏଠାରେ ସଂକ୍ରମଣ ଓ ମୃତ୍ୟୁ ହାର ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏବେ ଫ୍ରାନ୍ସ ସରକାର କରୋନା ଟେଷ୍ଟ ମାଗଣାରେ କରିବାକୁ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ସ୍ବାସ୍ଥ୍ୟମନ୍ତ୍ରୀ ଓଲିଓ୍ବର ଓ୍ବେରନ କହିଛନ୍ତି ଯେଉଁମାନେ ପୂର୍ବରୁ ଘରୋଇ ହସ୍ପିଟାଲରେ ଅର୍ଥ ଦେଇ କରୋନା ଟେଷ୍ଟ କରାଇଛନ୍ତି ସେମାନଙ୍କ ଅର୍ଥ ଫେରାଇ ଦେବାକୁ ମଧ୍ୟ ବ୍ୟବସ୍ଥା କରାଯାଉଛି। ନିକଟରେ ଏକ ସାକ୍ଷାତ୍‌କାରରେ ନିଜେ ସ୍ବାସ୍ଥ୍ୟମନ୍ତ୍ରୀ ଏହା କହିଛନ୍ତି। ତେବେ ଯୁବବର୍ଗଙ୍କୁ ସେ କରୋନା ମହାମାରୀକୁ ଏତେ ହାଲୁକା ଭାବେ ନ ନେବାକୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ଏବେ ଫ୍ରାନ୍ସରେ ୨ଲକ୍ଷରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୩୦ ହଜାରରୁ ଅଧିକ ସଂକ୍ରମିତଙ୍କ ମୃତ୍ୟୁ ହୋଇ ସାରିଲାଣି। ଯାହା ଏବେ ସରକାରଙ୍କ ପାଇ’ଁଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri