କରୋନା ନେଇଗଲା ଦେଢ଼ବର୍ଷ ଶିଶୁର ଜୀବନ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଜଣେ ଦେଢ଼ବର୍ଷ ଶିଶୁର କରୋନାରେ ମୃତ୍ୟୁ ଘଟିଛି। ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ଆଉ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୂଆପଡ଼ା ଜିଲାରେ ଜଣେ ଲେଖାଏ ରହିଛନ୍ତି। ତେବେ ନୂଆପଡ଼ାରୁ ଜଣେ ଦେଢ଼ବର୍ଷ ଶିଶୁ ପୁତ୍ରଙ୍କ ମୃତ୍ୟୁ ଘଟିଛି। ସେ ସେପ୍ଟିସିମିଆ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୩୪୩କୁ ବୃଦ୍ଧି ପାଇଛି। ସେହିପରି ରାଜ୍ୟରେ ଗତ ୨୪ଘଣ୍ଟାରେ ୬୧,୫୪୨ ନମୂନା ପରୀକ୍ଷା କରାଯାଇଥିବା ବେଳେ ୨୫ ଜିଲାରୁ ୩୨୨ ଜଣଙ୍କ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୯ଜଣ ଥିବା ବେଳେ ବାକି ସବୁ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୦ ତଳେ ରହିଛି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୧୦,୪୨,୪୨୨ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିସ୍ଫୋରକ ରୂପ ନେଉଛି କରୋନାର ଦ୍ୱିତୀୟ ଲହର। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ନେଇ ହସ୍ପିଟାଲଗୁଡ଼ିକ ପାଇଁ ମଙ୍ଗଳବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି।...

ଯୁକ୍ତ୩ ନାମଲେଖା ଅବଧି ବୃଦ୍ଧି

ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ପାଇଁ ଏବେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଚାଲିଛି। ତେବେ ୨୭ ତାରିଖ ଭାରତ ବନ୍ଦକୁ...

ପ୍ରତିଷେଧକ ଶକ୍ତି ବୃଦ୍ଧି ଯୋଜନା: ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ

ପୁରୀ ଅଫିସ, ୭ା୬: କରୋନା(କୋଭିଡ-୧୯)କୁ ନଜରରେ ରଖି ଶ୍ରୀମନ୍ଦିର ସେବାୟତଙ୍କ ମଧ୍ୟରେ ପ୍ରତିଷେଧକ ଶକ୍ତି ବୃଦ୍ଧି ଉଦ୍ଦେଶ୍ୟରେ ହୋମିଓପାଥି ଔଷଧ ଦିଆଯିବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା...

କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ସମୁଦାୟ ମୃତ୍ୟୁ ସଂଖ୍ୟା ୮୦୪୦ରେ ପହଞ୍ଚିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ଶକ୍ତି ବିଭାଗ ଖର୍ଚ୍ଚଦାବି ଆଲୋଚନା : ରାଜଧାନୀରେ ଅପଚୟ, ଦୁର୍ଗମ ଅଞ୍ଚଳରେ ମିଳୁନି

ଭୁବନେଶ୍ୱର,୩୧।୭(ବ୍ୟୁରୋ) ରାଜ୍ୟର ବହୁ ପାହାଡ଼ିଆ ଅଞ୍ଚଳରେ ବିଦ୍ୟୁତ ଏ ପର୍ଯ୍ୟନ୍ତ ପହଞ୍ଚି ପାରିନାହିଁ। ହେଲେ ରାଜଧାନୀର ସଚିବାଳୟରେ ଶକ୍ତି ଅପଚୟ ହେଉଥିବା ବିରୋଧୀ ଦଳ ମୁଖ୍ୟ...

୫ ଜିଲାରେ ପ୍ରବଳ ବର୍ଷା:୪୮ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,୪।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ନୂଆପଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।...

ସୋସିଆଲ୍ ମିଡିଆରେ ଅପପ୍ରଚାର କାର୍ଯ୍ୟ ନୀନ୍ଦନୀୟ, ଡିଜିଟାଲ ଫୁଟପ୍ରିଣ୍ଟ କଥା ଭୁଲନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ବର, ୪।୪(ବ୍ୟୁରୋ) : ଆଜିର ଘଡ଼ିସନ୍ଧି ମୁହୂର୍ତ୍ତରେ ଯେକୌଣସି ଅପପ୍ରଚାର, ସନ୍ଦେହଜନକ ଜିନିଷ ବିଷୟରେ ସୋସିଆଲ୍ ମିଡିଆରେ ସେୟାର କରିବା, ଟ୍ୱିଟ଼ କରିବା ନୀନ୍ଦନୀୟ ବିଷୟ...

କଳିଙ୍ଗନଗରରେ ବେଆଇନ ଚିପ୍ସ ୟାର୍ଡ

ଯାଜପୁର ଅଫିସ,୧୧।୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଶାସନ ନିକଟସ୍ଥ ଦିଗାମ୍ବରପୁର ଛକଠାରେ ପ୍ରାୟ ୧୦ ଏକର ଜମିରେ ବିପୁଳ ପରିମାଣର ବେଆଇନ ଚିପ୍ସ ପାହାଡ଼...

Advertisement
Archives

Model This Week