Posted inଜାତୀୟ

ବଢୁଛି କରୋନାର ନୂଆ ଭାରିଆଣ୍ଟ ଜେଏନ୍‌.୧, କେବଳ ଏହି ରାଜ୍ୟରେ ୩୬ ମାମଲା ଚିହ୍ନଟ

ନୂଆଦିଲ୍ଲୀ,୨୫।୧୨: କ୍ରମାଗତ ଭାବେ ବଢୁଥିବା କରୋନା ମାମଲା ପୁଣି ଥରେ ଲୋକଙ୍କୁ ଭୟଭୀତ କରିବା ଆରମ୍ଭ କରିଛି । ସୂତ୍ରରୁ ପ୍ରକାଶ ଯେ, କରୋନାଙ୍କ ନୂଆ ସବ-ଭାରିଆଣ୍ଟ ଜେଏନ୍‌.୧ର ୬୩ ଟି ମାମଲା ଏ ପର୍ଯ୍ୟନ୍ତ ନିଶ୍ଚିତ ହୋଇଛି।ନ୍ୟୁଜ ଏଜେନ୍ସି ପିଟିଆଇ ସୂତ୍ରରୁ ପ୍ରକାଶ ଯେ ଗୋଆରେ ସର୍ବାଧିକ ୩୪ଟି ମାମଲା ଆସିଛି। ମହାରାଷ୍ଟ୍ରରେ ୯ଟି, କର୍ନାଟକରେ ୮ଟି, କେରଳରେ ୬ ଟି, ତାମିଲନାଡୁରେ ୪ଟି ଏବଂ ତେଲଙ୍ଗାନାରେ ୨ଟି ମାମଲା ରେକର୍ଡ ହୋଇଛି।

ଗତ ୨୪ ଘଣ୍ଟାରେ ଦେଶରେ କୋଭିଡ -୧୯ର ୬୨୮ଟି ମାମଲା ରୁଜୁ ହୋଇଥିବାବେଳେ କେରଳରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏଭଳି ପରିସ୍ଥିତିରେ କରୋନା ଭୂତାଣୁ ଯୋଗୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୫ ଲକ୍ଷ ୩୩ ହଜାର ୩୩୩କୁ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, କୋଭିଡରୁ ୪ କୋଟି ୪୪ ଲକ୍ଷ ୭୧ ହଜାର୮୬୦ଲୋକ ଭଲ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri