Posted inଜାତୀୟ

୧.୩୪ କୋଟି ଅତିକ୍ରମ କଲାଣି କରୋନା ଟିକାକରଣ

ନୂଆଦିଲ୍ଲୀ,୨୬ ।୨: କରୋନା ମହାମାରୀକୁ ଏଡାଇବା ପାଇଁ ଦେଶରେ ଆରମ୍ଭ କରାଯାଇଥିବା ଟିକାକରଣ ସଫଳତାର ସହ ଆଗେଇ ଚାଲିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଶୁକ୍ରବାର ସୁଦ୍ଧା ଦେଶରେ ସ୍ୱାସ୍ଥ୍ୟକର୍ମୀ ଓ ଫ୍ରଣ୍ଟଲାଇନ ୱାର୍କର୍ସଙ୍କୁ ମିଶାଇ ଏପର୍ଯ୍ୟନ୍ତ ୧.୩୪ କୋଟି ଲୋକଙ୍କୁ ଟିକା ଦିଆ ସରିଲାଣି । ତେବେ ୪୨ ଦିନ ମଧ୍ୟରେ ଏହି ଟିକାକରଣ କରାଯାଇଥିବା ସୂଚନା ରହିଛି । ୯ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପଞ୍ଜିକୃତଙ୍କ ମଧ୍ୟରୁ ମାତ୍ର ୬୦ ପ୍ରତିଶତଙ୍କୁ ଟିକା ଦିଆଯାଇଛି । ସେହିପରି ୧୩ ରାଜ୍ୟରେ ପଞ୍ଜିକୃତ ଫ୍ରଣ୍ଟଲାଇନ ୱାରିୟର୍ସଙ୍କ ମଧ୍ୟରୁ ୪୦ ପ୍ରତିଶତଙ୍କୁ ଟିକା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri