ନିର୍ବାଚନ ପ୍ରକ୍ରିୟା ଭଳି ପ୍ରସ୍ତୁତ ହେଉଛି କରୋନା ଟିକାକରଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩ ।୧: କରୋନା ଟିକାକୁ ଦେଶବାସୀ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି । ଅନ୍ୟପଟେ ଲୋକଙ୍କ ପାଖରେ ସୁବିଧାରେ ଏହି ଟିକା ପହଞ୍ଚାଇବାକୁ ସରକାର ବି ପ୍ରସ୍ତୁତି ଜାରି ରଖିଛନ୍ତି । ଶନିବାର ଟିକାକରଣ ପାଇଁ ଡ୍ରାଏ ରନ୍ କରାଯାଇଛି । ୧୨୫ ଜିଲାର ୨୮୫ସେଣ୍ଟର ଏଥିରେ ସାମିଲ ହୋଇଥିବା ବେଳେ ଏହି ଟିକା ଖୁବ୍‌ଶୀଘ୍ର ମିଳିଯିବ ବୋଲି ଆଶା କରାଯାଉଛି । ଇତିମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ କହିଛନ୍ତି ପ୍ରଥମ ପର୍ଯ୍ୟାୟରେ ୩ କୋଟି ଲୋକଙ୍କୁ କରୋନା ଟିକା ମାଗଣାରେ ଦିଆଯିବ । ଏମାନଙ୍କ ମଧ୍ୟରେ ୨ କୋଟି ଫ୍ରଣ୍ଟଲାଇନ୍ ୱାରିୟର୍ସ ଥିବା ବେଳେ ୧ କୋଟି ହେଲ୍‌ଥ ୱାର୍କର ରହିଛନ୍ତି । ତେବେ ଟିକାକରଣ ପାଇଁ ନିର୍ବାଚନ ପ୍ରକ୍ରିୟା ଭଳି ବୁଥ ସ୍ତର ପର୍ଯ୍ୟନ୍ତ ପ୍ରସ୍ତୁତି ଚାଲିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏଥିରେ ୭୧୯ ଜିଲାରେ ପାଖାପାଖି ୫୭,୦୦୦ ସ୍ୱେଚ୍ଛାସେବୀଙ୍କୁ ପ୍ରସ୍ତୁତ କରାଯାଇଛି । ସେହିପରି ୯୬,୦୦ ଭ୍ୟାକ୍ସିନେଟର୍ସଙ୍କୁ ପ୍ରଶିକ୍ଷଣ ମଧ୍ୟ କରାଯାଇଛି । ଡ୍ରାଏ ରନରେ କେବଳ ଭ୍ୟାକ୍ସିନ ନକଲି ଥିବା ବେଳେ ଆଉ ସବୁ ଅସଲି ଥିଲା ବୋଲି କୁହାଯାଇଛି । ୧୨୫ ଜିଲାର ୨୬୦ରୁ ଅଧିକ ସେଣ୍ଟରରେ ଏହା କରାଯାଇଥିବା ବେଳେ ୨୫ ଜଣ ଲୋକଙ୍କୁ ଭ୍ୟାକ୍ସିନର ଡମି ଡୋଜ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କଟକରୁ ଆଜି ଆଉ ୨୨୭ ପଜିଟିଭ ଚିହ୍ନଟ

କଟକ ଅଫିସ,୩୦।୯-କଟକ ସହରରୁ ଆଜି ଆଉ ୨୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୯୮...

ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ ମୁଡରେ ଶିନ୍ଦେ: ବଦଳିବନି ଔରଙ୍ଗାବାଦ-ଉସ୍‌ମାନାବାଦର ନାମ

ମୁମ୍ବାଇ,୧୫।୭: ମହାରାଷ୍ଟ୍ରରେ କ୍ଷମତା ଭାର ସମ୍ଭାଳିବା ମାତ୍ରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଉଦ୍ଧବ ଠାକରେ ସରକାରଙ୍କ ନିଷ୍ପତ୍ତି ଉପରେ ରୋକୋ ଲଗାଇବା ଆରମ୍ଭ କରିଛନ୍ତି। ଏହି...

ବିବାହ ବେଦୀରେ ବିଷ ପିଇଲେ କନ୍ୟା

କନୌଜ,୨।୬: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିବାହ ବେଦୀରେ କନ୍ୟା ବିଷ ପିଇବା ଓ ବର ପକ୍ଷ ଲୋକଙ୍କୁ ପୋଲିସ...

ପୁଣି ଉପର ମୁହାଁ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଏବେ...

ଉଠିଲା ପ୍ରଶ୍ନ : ପ୍ରମାଣ ସତ୍ତ୍ୱେ ଅଧିକାରୀଙ୍କୁ କାହିଁକି ଗିରଫ କରୁନି ସିବିଆଇ

ନୂଆଦିଲ୍ଲୀ,୧୭।୫ : ନାରଦା ଲାଞ୍ଚ କାରବାର ମାମଲାରେ ପଶ୍ଚିମବଙ୍ଗର ଦୁଇ ମନ୍ତ୍ରୀ ଓ ଜଣେ ବିଧାୟକ ସମେତ ୪ ଜଣ ଗିରଫ ହେବା ପରେ ମଧ୍ୟ...

ବେଆଇନ ଖଣି ଖନନ ମାମଲାରେ ହେମନ୍ତ ସୋରେନଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୭।୧୧: ବେଆଇନ ଖଣି ଖନନ ଦୁର୍ନୀତି ମାମଲାର ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଆଶ୍ୱସ୍ତି ମିଳିଛି। ଝାଡ଼ଖଣ୍ଡ ହାଇକୋର୍ଟ ତଦନ୍ତ ପାଇଁ ଦେଇଥିବା ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ...

ରାଷ୍ଟ୍ରପତିଙ୍କ ଝିଅ ନାଁରେ ଜାଲ୍‌ ଟୁଇଟର ଆକାଉଣ୍ଟ ଖୋଲି ଇଞ୍ଜିନିୟର ଗିରଫ

ନୂଆଦିଲ୍ଲୀ,୨୬।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଝିଅ ଇତିଶ୍ରୀଙ୍କ ନାମରେ ଫେକ୍‌ ଟୁଇଟର ଆକାଉଣ୍ଟ ଖୋଲିଥିବା ଗ୍ରେଟର ନୋଏଡ଼ାର ଜଣେ ୪୨ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କୁ ଗୁରୁବାର...

ଚନ୍ନିଙ୍କ ପରେ ମୁଖ୍ୟମନ୍ତ୍ରୀ କିଏ

ନୂଆଦିଲ୍ଲୀ,୨୦।୯: ପଞ୍ଜାବରେ ଆସନ୍ତା ବିଧାନସଭା ନିର୍ବାଚନରେ କଂଗ୍ରେସ ପକ୍ଷରୁ କିଏ ମୁଖ୍ୟମନ୍ତ୍ରୀ ହେବେ ଏବେଠୁ ଚର୍ଚ୍ଚା ଜୋର୍‌ ଧରିଲାଣି। ଏନେଇ କଂଗ୍ରେସର ଉତ୍ତର ମଧ୍ୟ ଆସିଛି।...

Advertisement
Archives

Model This Week