କରୋନା ଟିକାକରଣକୁ ପୂରଣ ହେଲା ବର୍ଷେ: ଦିଆଗଲାଣି ୧୫୭ କୋଟି ଡୋଜ

ନୂଆଦିଲ୍ଲୀ,୧୬ ।୧: ଜାନୁୟାରୀ ୧୬ ଦେଶପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ଆଜିର ଦିନରେ ଅର୍ଥାତ୍ ୧୬ ଜାନୁୟାରୀ ୨୦୨୧ରେ କରୋନା ଭଳି ମହାମାରୀ ବିରୋଧରେ ଲଢିବାକୁ ଦେଶରେ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ପ୍ରଥମେ ସ୍ୱାସ୍ଥ୍ୟକର୍ମୀ ଓ ଫ୍ରଣ୍ଟଲାଇନ ୱାର୍କର୍ସଙ୍କୁ ଟିକା ଦିଆଯାଇଥିଲା । ଏହାପରେ ସାଧାରଣ ଜନତାକୁ ଏହି ଟିକା ଦେବା କାର୍ଯ୍ୟକ୍ରମ ଚାଲୁ ରହିଛି । ଏବେ ପର୍ଯ୍ୟନ୍ତ ଦେଶରେ ୧୫୭ କୋଟି ଡୋଜ ଟିକା ଦିଆଯାଇ ସାରିଛି । ହେଲେ ସମ୍ପୂର୍ଣ୍ଣ ଜନସଂଖ୍ୟାକୁ ଟିକା ଦେବାର ଲକ୍ଷ୍ୟ ଏବେ ବହୁ ଦୂରରେ ରହିଛି । ତେବେ ଗୋଟିଏ ବର୍ଷରେ ୧୩୮ କୋଟି ଜନସଂଖ୍ୟାଙ୍କୁ ଟିକା ଦେବା ଏତେ ସହଜ କଥା ନୁହେଁ । ଏବେ କରୋନାର ତୃତୀୟ ଲହର ସାରା ଦେଶବାସୀଙ୍କୁ କଲବଲ କରୁଛି । ଏହି ସମୟରେ ଟିକାକରଣ ଅନ୍ୟ ଗୁରୁତର ରୋଗୀଙ୍କ ପାଇଁ ବଡ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଛି । ବଡ କଥା ହେଲା ଦେଶରେ ୮ ପ୍ରତିଶତ ଏମିତି ଲୋକ ଅଛନ୍ତି ଯେଉଁମାନେ ଏପର୍ଯ୍ୟନ୍ତ ଗୋଟିଏ ବି ଟିକା ନେଇ ନାହାନ୍ତି । ଏହାସହ ଏମିତି ୩୧ ପ୍ରତିଶତ ଲୋକ ରହିଛନ୍ତି ଯେଉଁମାନେ ୨ଟି ଯାକ ଡୋଜ ନେଇ ନାହାନ୍ତି ।
ତୃତୀୟ ଲହର ସମୟରେ କଶୋର ଅର୍ଥାତ୍ ୧୫-୧୮ ବର୍ଷ ବୟସର ପିଲାମାନଙ୍କୁ ଟିକା ଦେବା କାର୍ଯ୍ୟକ୍ରମ ଜାରି ରହିଛି । ଏଥିରେ କିଶୋର ମାନଙ୍କ ଆଗ୍ରହ ପରିଲକ୍ଷିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri