କରୋନାର ନୂଆ ଷ୍ଟ୍ରେନରେ ବି କାମ କରିବ ଭ୍ୟାକ୍ସିନ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯ ।୧୨: କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଏବେ ଚିନ୍ତା ବଢାଇ ଦେଇଛି । ଦେଶରେ ଏହା ପ୍ରବେଶ କରି ସାରିଥିବା ବେଳେ ଏହା କେତେ ମାରାତ୍ମକ ତାହା ପ୍ରମାଣିତ ନ ହୋଇଥିଲେ ବି ଏହା ପୂର୍ବାପେକ୍ଷା ଅଧିକ କ୍ଷତି କରିବ ବୋଲି କୁହାଯାଉଛି । ଏବେ ଦେଶରେ କରୋନା ନୂଆ ଷ୍ଟ୍ରେନରେ ୬ ଜଣ ସଂକ୍ରମିତ ହୋଇଥିବା ସୂଚନା ରହିଛି । ଏହାକୁ ନେଇ ଲୋକେ ଆତଙ୍କିତ ଥିବା ବେଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି କରୋନା ଭ୍ୟାକ୍ସିନ ନୂଆ ଷ୍ଟ୍ରେନ୍ ଉପର ମଧ୍ୟ କାମ କରିବ, ତେଣୁ ଡରିବାର କୌଣସି କାରଣ ନାହିଁ । ଭାରତ ସରକାରଙ୍କ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତା ପ୍ରଫେସର କେ ବିଜୟ ରାଘବନ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଭ୍ୟାକ୍ସିନ ୟୁନାଇଟେଡ କିଙ୍ଗଡମ ଓ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା ଭାରିଏଣ୍ଟବିପକ୍ଷରେ କାମ କରିବ । ଏପର୍ଯ୍ୟନ୍ତ ଏହାର କୌଣସି ପ୍ରମାଣ ନାହିଁ ଯେ ଭ୍ୟାକ୍ସିନ କରୋନା ଭାରିଏଣ୍ଟରୁ ବଞ୍ଚାଇବାରେ ବିଫଳ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?