ଦୀପାବଳୀ ସୁଦ୍ଧା କମିଯିବ କରୋନା ସଂକ୍ରମଣ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: କରୋନା ଭାଇରସ ସଂକ୍ରମଣ ଏବେ ବେଳକୁ ବେଳ ବଢି ଚାଲିଛି। ସଂକ୍ରମିତଙ୍କ ତୁଳନାରେ ସୁସ୍ଥତାହାର ମଧ୍ୟ ବଢିଛି। ହେଲେ ବର୍ଦ୍ଧିତ ସଂକ୍ରମଣକୁ ଦେଖି ଲୋକେ ଏବେବି କରୋନା ଭାଇରସ ନାଁ ଶୁଣି ଭୟ କରି ଯାଉଛନ୍ତି। ହେଲେ କରୋନା ଭାଇରସର ସଂକ୍ରମଣକୁ ଦେଖି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନ କହିଛନ୍ତି ଚଳିତ ବର୍ଷ ଦୀପାବଳୀ ବେଳକୁ ଦେଶରେ ସଂକ୍ରମଣ କମିଯାଇଥିବ। ଅନନ୍ତ କୁମାର ଫାଉଣ୍ଡେଶନ ଦ୍ୱାରା ଆୟୋଜିତ ଓ୍ବେନର ସିରିଜ ‘ନେଶନ ଫାଷ୍ଟ’ର ଉଦ୍‌ଘାଟନୀ ଉତ୍ସବରେ ସ୍ବାସ୍ଥ୍ୟମନ୍ତ୍ରୀ ଏହା କହିଛନ୍ତି। ଏବେ ଦେଶ ଏହି ମହାମାରୀ ସହ ଖୁବ୍‌ ଲଢୁଛି। ତେଣୁ ଦୀପାବଳୀ ବେଳକୁ ଏହା କମ୍‌ ହୋଇ ଯାଇଥିବ। ତେବେ ଏହି ମହାମାରୀ ଆମକୁ ବହୁତ କିଛି ଶିଖାଇଲା। ନିଜ ଜୀବନଶୈଳୀରେ ପରିବର୍ତ୍ତନ ଆଣିବା ଜରୁରୀ ବୋଲି କହିଲା ଏହି କରୋନା ଭାଇରସ। ତେବେ ଚଳିତ ବର୍ଷ ଶେଷ ସୁଦ୍ଧା ଦେଶରେ କରୋନା ଭ୍ୟାକ୍ସିନ ଉପଲବ୍ଧ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri